Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଜୀବନ ହାରିଲେ ଆଉ ଜଣେ କୋଭିଡ୍ ଯୋଦ୍ଧା : କରୋନା ଆକ୍ରାନ୍ତ ହୋଇ ପ୍ରାଣ ହରାଇଲେ ସାମ୍ବାଦିକ ଡି. ଶଙ୍କର ରାଓ

8/05/2021 at 2:13 PM

କୋରାପୁଟ, ୦୮/୦୫:  କୋରାପୁଟ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ତଥା  ପୁର୍ବତନ ବରିଷ୍ଠ କିରାଣୀ ଡି. ଶଙ୍କର ରାଓଙ୍କ ପରଲୋକ। କରୋନା ସଂକ୍ରମିତ ହୋଇ ଚିକିତ୍ସା ଚାଲିଥିବା ବେଳେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି ।

ଡି. ଶଙ୍କର ରାଓ ରାଜସ୍ବ ବିଭାଗ କୋରାପୁଟ ଜିଲ୍ଲାର ବରିଷ୍ଠ କିରାଣୀ ପଦରେ ରହି ଅବସର ଗ୍ରହଣ କରିଥିଲେ । ଏହା ପରେ ଦୀର୍ଘ ୨୦ବର୍ଷ ହେବ ତେଲଗୁ ପତ୍ରିକା ସାକ୍ଷୀର ସାମ୍ବାଦିକ ଭାବରେ କାର୍ଯ୍ୟରତ ଥିଲେ। ଗତ ତିନି ଦିନ ତଳେ କରୋନା ସଂକ୍ରମିତ ହୋଇ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ ଭର୍ତ୍ତି ହୋଇତିଲେ ।

ତେବେ ଶୁକ୍ରବାର ରାତି ପ୍ରାୟ ୧୧.୪୫ମିନିଟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଏନେଇ ତାଙ୍କ ପରିବାର ଲୋକେ ସୂଚନା ଦେଇଛନ୍ତି। ଡି. ଶଙ୍କର ରାଓଙ୍କ ମୃତ୍ୟୁକୁ ନେଇ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଏକ ଶୋକସଭା ଆୟୋଜନ କରାଯାଇଛି।

   Related Posts