Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ଦାଦାବଟି ବିରୋଧରେ କଟକ କମିଶନ୍‌ରେଟ୍‌ ପୋଲିସ୍‌ର ଅଭିଯାନ: ବର୍ତ୍ତମାନ ସୁଦ୍ଧା ୩୭ ଗିରଫ, ୨୯ଟି ମାମଲା

2/11/2020 at 5:13 PM

କଟକ୨/୧୧: କଟକରେ ଦାଦାବଟି ବିରୋଧରେ ଅଭିଯାନ। ପୂଜା ପୂର୍ବରୁ କଟକ ସହରରେ ଦାଦାବଟି ବିରୋଧରେ ଅଭିଯାନ ଜାରି ରଖିଛି କଟକ କମିଶନ୍‌ରେଟ୍ ପୋଲିସ୍। ଏହି ଅଭିଯାନରେ ବର୍ତ୍ତମାନ ପର୍ଯ୍ୟନ୍ତ କଟକରେ ୨୯ ଟି ମାମଲା ରୁଜୁ ହୋଇଥିବା ବେଳେ ୩୭ ଜଣଙ୍କୁ ଗିରଫ କରିଛି ପୋଲିସ।

ଗିରଫ ଅଭିଯୁକ୍ତମାନେ ସହରର ବିଭିନ୍ନ ଅଞ୍ଚଳରୁ ଦାଦାବଟି ମାଗୁଥିଲେ। ଏହି କଥା କମିଶନ୍‌ରେଟ୍ ପୋଲିସ୍ କାନରେ ପଡିବା ପରେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ତେବେ ସହରରେ ଯେଉଁ ବ୍ୟକ୍ତିମାନେ ଦାଦାବଟି ପାଇଁ ଧମକ ପାଉଛନ୍ତି ସେମାନେ ବିନା ଭୟରେ ପୋଲିସ ନିକଟରେ ଅଭିଯୋଗ କରିବା ପାଇଁ ଆହ୍ୱାନ ଦେଇଛନ୍ତି କଟକ ଡିସିପି ପ୍ରତିକ ସିଂ।

   Related Posts