Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଅମିତାଭ ବଚ୍ଚନଙ୍କୁ ମିଳିବ ‘ଦାଦା ସାହେବ ଫାଲକେ’ ଆଓ୍ବାର୍ଡ

24/09/2019 at 7:07 PM

ନୂଆଦିଲ୍ଲୀ୨୪|୯: ବଲିଉଡରେ ଦୀର୍ଘଦିନ ଧରି ଦର୍ଶକଙ୍କ ମନରଞ୍ଜନ କରିଆସୁଥିବା ଅମିତାଭ ବଚ୍ଚନଙ୍କୂୁ ମିଳିବ ‘ଦାଦା ସାହେବ ଫାଲକେ’ ଆଓ୍ବାର୍ଡ। ଏନେଇ ବଲିଉଡର ଅନ୍ୟ କଳାକାରମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହାସହ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଦକର ମଧ୍ୟ ଟ୍ବିଟକରି ଅମିତାଭଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସିନେମା ଜଗତରେ ଏହା ସର୍ବୋଚ୍ଚ ପୁରସ୍କାର। ଏହି ପୁରସ୍କାର ପାଇଁ ଅମିତାଭ ବଚ୍ଚନଙ୍କ ନାଁ ଚୟନ କରାଯାଇଛି।

   Related Posts