Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ଡ୍ୟାମରେ ଭାସୁଛି ଯୁବକଙ୍କ ମୃତଦେହ, ଗାଧୋଇଲା ବେଳେ ବୁଡି ଯାଇଥିଲେ

29/11/2021 at 7:58 AM

କେନ୍ଦୁଝର,୨୯/୧୧: ଡ୍ୟାମରେ ଭାସୁଛି ମୃତଦେହ । କେନ୍ଦୁଝର ଜିଲ୍ଲା କାନଝାରୀ ଡ୍ୟାମରେ ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି ।

ମୃତକ ଜଣକ ହେଲେ  ପଲାଣଘାଟି ଗାର ଇନ୍ଦ୍ରମଣି ନାଏକ I ଇନ୍ଦ୍ରମଣି କାଠ କାମ କରନ୍ତି । ସେ ଗତ ଶୁକ୍ରବାର ଦିନ କିଛି ସାଙ୍ଗ ମାନଙ୍କ ସହିତ ଏଠାକୁ ଆସି ଗାଧୋଉ ଥିବା ସମୟ ରେ ବୁଡି ଯାଇଥିଲେ । ତାଙ୍କ ସାଙ୍ଗ ମାନେ ସେବେଠୁ ଡ଼୍ୟାମରେ  ଖୋଜାଖୋଜି କରୁଥିଲେ ମଧ୍ୟ ପାଇନଥିଲେ । ରବିବାର ମଧ୍ୟ ଅଗ୍ନିଶମ କର୍ମଚାରୀ ବହୁ ଖୋଜାଖୋଜି କରିଥିଲେ ମଧ୍ୟ କୌଣସି ପତ୍ତା ମିଳିନଥିଲା । ତେବେ ସୋମବାର ସକାଳୁ ସକାଳୁ ମୃତଦେହଟି ଭାସୁଥିବା ଦେଖିବାକୁ ମିଳିଛି ।

   Related Posts