Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କର ହୃଦଘାତରେ ପରଲୋକ

17/12/2020 at 10:03 AM

ଭଦ୍ରକ ୧୭।୧୨:  ଭଦ୍ରକ ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କର ହୃଦଘାତରେ ମୃତ୍ୟୁ ହୋଇଛି । ଗୋଷ୍ଠି ଉନ୍ନୟନ ଅଧିକାରୀ ହେଉଛନ୍ତି ଦାମୋଦର ଖୁଣ୍ଟିଆ । ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ  ହୋଇଛି ।

ଖବରଅନୁଯାୟୀ,  ଦାମୋଦର ଖୁଣ୍ଟିଆ ଭଦ୍ରକ ବ୍ଲକରେ ୨୦୧୯ ମସିହା ଡିସେମ୍ବର ମାସରେ ଗୋଷ୍ଠି ଉନ୍ନୟନ ଅଧିକାରୀ ଭାବେ ଯୋଗ ଦେଇଥିଲେ । ସ୍ଥାନୀୟ ବ୍ଲକ କଲୋନୀ କ୍ୱାଟରରେ ରହୁଥିଲେ । ବିଳମ୍ବିତ ରାତି ରେ ବିଡ଼ିଓ ଫୋନ ଯୋଗେ ଅସୁସ୍ଥତା ନେଇ ପଡୋଶୀଙ୍କୁ ଜଣାଇଥିଲେ । ପଡୋଶୀ ତାଙ୍କୁ ନେଇ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି । ତେବେ ତାଙ୍କ ମୃତ୍ୟୁକୁ ନେଇ ପ୍ରଶାସନ ତରଫରୁ ଶୋକ ବ୍ୟକ୍ତ କରାଯାଇଛି ।

   Related Posts