Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ଦାମ ହେଲେ ବିଜେପି ନିର୍ବାଚନ ପ୍ରଚାର କମିଟିର ଆବାହକ

21/03/2019 at 10:50 AM

ଭୁବନେଶ୍ବର ୨୧/୩: ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡା. ଦାମୋଦର ରାଉତଙ୍କୁ ବିଜେପିରେ ନୂଆ ଦାୟିତ୍ବ ଦିଆଯାଇଛି। ଆଗାମୀ ସାଧାରଣ ନିର୍ବାଚନ ପାଇଁ ତାଙ୍କୁ ଦଳୀୟ ପ୍ରଚାର କମିଟିର ଆବାହକ କରାଯାଇଛି। ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ନିର୍ଦେଶକ୍ରମେ ଏହି ନୂଆ ଦାୟିତ୍ବ ଦାମଙ୍କୁ ଦିଆଯାଇଥିବା ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ମୁଖପାତ୍ର ଗୋଲକ ପ୍ରସାଦ ମହାପାତ୍ର ପ୍ରେସ୍ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି।

   Related Posts