ଭୁବନେଶ୍ବର ୨୧/୩: ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡା. ଦାମୋଦର ରାଉତଙ୍କୁ ବିଜେପିରେ ନୂଆ ଦାୟିତ୍ବ ଦିଆଯାଇଛି। ଆଗାମୀ ସାଧାରଣ ନିର୍ବାଚନ ପାଇଁ ତାଙ୍କୁ ଦଳୀୟ ପ୍ରଚାର କମିଟିର ଆବାହକ କରାଯାଇଛି। ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ନିର୍ଦେଶକ୍ରମେ ଏହି ନୂଆ ଦାୟିତ୍ବ ଦାମଙ୍କୁ ଦିଆଯାଇଥିବା ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ମୁଖପାତ୍ର ଗୋଲକ ପ୍ରସାଦ ମହାପାତ୍ର ପ୍ରେସ୍ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି।
ସୋନପୁର ସମାବେଶ ପରେ ପ୍ରାର୍ଥୀ ଓ କାର୍ଯ୍ୟକର୍ତ୍ତାଙ...