Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପେଟେଣ୍ଟ ମୁକ୍ତ ହେବ କରୋନା ଭ୍ୟାକସିନ୍‌ ! ଭାରତ ଏବଂ ଦକ୍ଷିଣ ଆଫ୍ରିକା ପ୍ରସ୍ତାବରେ ଆମେରିକାର ସମର୍ଥନ
  • ||
  • କୋଭିଡ୍‌ ସ୍ଥିତିକୁ ନେଇ ନବୀନ୍‌ଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୫୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ହଜାରେ ଟପିଲା ଡିସ୍‌ଚାର୍ଜ
  • ||
  • ନୂଆଦିଲ୍ଲୀ : କରୋନାରେ ପୂର୍ବତନ ରଣଜୀ କ୍ରିକେଟରଙ୍କ ଦେହାନ୍ତ, ଆଇପିଏଲ୍ ଟିମ୍‌ରେ ହୋଇଥିଲେ ମନୋନୀତ
  • ||
  • ରାଇରଙ୍ଗପୁର : ନିଖୋଜ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ନବରଙ୍ଗପୁର : ଶାଗ ତୋଳିବା ହେଲା କାଳ, ବଜ୍ରପାତରେ ଚାଲିଗଲା ୨ ନାବାଳିକାଙ୍କ ଜୀବନ, ୨ ଆହତ
  • ||
  • ନୀଳଗିରି : ଗଛରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ, ହତ୍ୟା ନା’ ଆତ୍ମହତ୍ୟା ସନ୍ଦେହ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୧୨୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୫୨୧ ପଜିଟିଭ୍
  • ||

ଜଗନ୍ନାଥ ମନ୍ଦିରକୁ ଅଣହିନ୍ଦୁ ପ୍ରବେଶ ପ୍ରସଙ୍ଗରେ ମୁହଁ ଖୋଲିଲେ ଦାମୋଦର ରାଉତ

17/07/2018 at 11:18 AM

ଜଗନ୍ନାଥ ମନ୍ଦିରକୁ ଅଣହିନ୍ଦୁ ପ୍ରବେଶ ପ୍ରସଙ୍ଗରେ ମୁହଁ ଖୋଲିଲେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ- ‘ଯଦି ଗୋଟିଏ ଚର୍ଚ୍ଚରେ ଅଣଖ୍ରୀଷ୍ଟିୟାନ ଯୀଶୁଙ୍କୁ ଡାକି ପାରିବେନି, ଯଦି ଜଣେ ଅଣମୁସଲମାନ ମସଜିଦ୍ରେ ନମାଜ କରାପାରିବେନି,
ତେବେ ଅଣହିନ୍ଦୁ ଜଗନ୍ନାଥ ମନ୍ଦିରକୁ ଯିବେ କେମିତି, ଯିଏ ଜଗନ୍ନାଥଙ୍କୁ ଭଗବାନ ଓ ଈଶ୍ବର ବୋଲି ନଭାବିବେ, ସେ ମନ୍ଦିର ଭିତରକୁ ଯିବେ କାହିଁକି?ଜଗନ୍ନାଥଙ୍କ ଦର୍ଶନ କରିବାକୁ ହେଲେ ମନ୍ଦିର ବାହାରୁ ଦର୍ଶନ କରିବେ, ରଥଯାତ୍ରାରେ ମହାପ୍ରଭୁ ବାହାରକୁ ଆସିଛନ୍ତି, ଜାତି ଧର୍ମ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଦର୍ଶନ କରନ୍ତୁ, ଏହା ହଜାର ବର୍ଷର ପରମ୍ପରା, ସେତେବେଳେ ସୁପ୍ରିମକୋର୍ଟ କି ସମ୍ବିଧାନ ନଥିଲା, ତେଣୁ ହଜାର ବର୍ଷର ପରମ୍ପରା କଥା ଚିନ୍ତା କରିବା ଦରକାର’

   Related Posts