Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର : ଗଞ୍ଜାମର ସବୁ ଧର୍ମାନୁଷ୍ଠାନ ୭ଦିନ ବନ୍ଦ, ସର୍ବସାଧାରଣରେ ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ପାଳନ ବାରଣ
  • ||
  • ନୟାଗଡ : ପ୍ରେମରେ ପ୍ରତାରଣା, ପ୍ରେମିକ ଦୁଆରେ ପ୍ରେମିକା, ନ୍ୟାୟ ପାଇଁ ଦେଇଛି ଧାରଣା
  • ||
  • କଟକ : ଗିରଫ ହେଲା ହାଇଦରର ସହଯୋଗୀ ୟାକୁବ୍, ସୋମବାର ଚାଉଳିଆଗଞ୍ଜ ଥାନାରେ କରିଥିଲା ଆତ୍ମସମର୍ପଣ
  • ||
  • ସୋର : ଘରେ କେହି ନଥିବା ବେଳେ ଭାଙ୍ଗିଲେ ତାଲା, ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା-ରୂପା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା
  • ||
  • କଳାହାଣ୍ଡି : ଜାଲ୍ ସାର୍ଟିଫିକେଟ୍ ଦେଇ ୨୫ ଶିକ୍ଷକ ବହିଷ୍କୃତ
  • ||
  • ଚାନ୍ଦବାଲି : ଭଡା ଘରୁ ମିଳିଲା ପ୍ରବାସୀ ଶ୍ରମିକଙ୍କ ମୃତଦେହ, ମୃତ୍ୟୁ ପାଇଁ କମ୍ପାନୀ କର୍ତ୍ତୃପକ୍ଷ ଦାୟୀ ଅଭିଯୋଗ
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୩୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମହାକାଳପଡା : ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ, କର୍ମଚାରୀଙ୍କ ଉପସ୍ଥିତ ବୁଦ୍ଧି ପାଇଁ ଟଳିଗଲା ବଡ ବିପଦ
  • ||
  • କରଞ୍ଜିଆ : ଏକାଠି ଶୋଇଥିଲେ ସ୍ତ୍ରୀ ଓ ପ୍ରେମିକ, କଟୁରୀରେ ହାଣିଲା ସ୍ୱାମୀ
  • ||
  • ବଢୁଛି ସଂକ୍ରମଣ : ରାଜ୍ୟରେ ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୧୭୮୪ ପଜିଟିଭ୍ ଚିହ୍ନଟ
  • ||

ରତ୍ନଭଣ୍ଡାରର ଚାବି ହଜିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଦାମ ରାଉତ – “୩ ଜଣଙ୍କ ପାଖରେ ଚାବି ରହିବା ଅନୁଚିତ”

5/06/2018 at 9:38 AM

ରତ୍ନଭଣ୍ଡାରର ଚାବି ହଜିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଦାମ ରାଉତ – “୩ ଜଣଙ୍କ ପାଖରେ ଚାବି ରହିବା ଅନୁଚିତ…ରତ୍ନଭଣ୍ଡାରରୁ କିଏ କଣ ନେଇନଥିବ ତାହା କିଏ ଜାଣେ ?”
ରତ୍ନଭଣ୍ଡାରର ଚାବି ହଜିବା ପ୍ରସଙ୍ଗରେ ବିଜୟ ମହାପାତ୍ରଙ୍କ ପ୍ରତିକ୍ରିୟା – “୧୯୮୫ରେ ଶେଷଥର ଚତ୍ନଭଣ୍ଡାର ଖୋଲାଯାଇଥିଲା…କୋଟି କୋଟି ଲୋକଙ୍କ ଭାବବେଗ ସହ ଏହା ଜଡିତ…ଆଉ ଥରେ ରତ୍ନଭଣ୍ଡାର ଖୋଲି ଅଳଙ୍କାରର ଆକଳନ ହେବା ଉଚିତ…ନ୍ୟାୟିକ ତଦନ୍ତ ୧୯୮୫ରୁ ଆରମ୍ଭ ହେଉ…ଏଥିପାଇଁ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଉ…କମିଶନଙ୍କ ଅଧ୍ୟକ୍ଷତାର ଏହି କମିଟି ତଦାରଖ କରିପାରିବ”

Leave a Reply

   Related Posts