Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ଭିଜିଲାନ୍ସ ଜାଲରେ ବିଇଓ ଅଫିସର ମୁଖ୍ୟ କିରାଣୀ, ୫ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ

24/11/2020 at 5:17 PM

ବାଲିଗୁଡା ୨୪।୧୧: ଭିଜିଲାନ୍ସ ଜାଲରେ ଦାରିଙ୍ଗବାଡି ବିଇଓ ଅଫିସର ମୁଖ୍ୟ କିରାଣୀ ଚିତ୍ତରଞ୍ଜନ ସିଂ । ଅଭିଯୋଗକାରୀ ଶିବଶଙ୍କର ପଟ୍ଟନାୟକଙ୍କଠାରୁ ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଶିବ ପ୍ରସାଦ ପଟ୍ଟନାୟକଙ୍କଠାରୁ ରିହାବିଲଷ୍ଟେସନରେ ଶିକ୍ଷକ ଚାକିରୀ କରାଇ ଦେବାକୁ ନେଉଥିଲେ ଲାଞ୍ଚ । ଆଜି ପ୍ରାୟ ଦିନ ୧୧ଟା ୩୦ ବେଳେ ଲାଞ୍ଚ ନେଉଥିବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ଗିରଫ କରି କୋର୍ଟ ଚାଲାଣ କରିଥିବା ନେଇ ସୂଚନା ମିଳିଛି ।  ଚିତ୍ତରଞ୍ଜନ ସିଂଙ୍କ ବାଲିଗୁଡା ବାସଭବନରେ ମଧ୍ୟ ଭିଜିଲାନ୍ସ ଛାନଭିନ କରୁଛି  ।

   Related Posts