Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଶାଶୁ-ବୋହୂ ଝଗଡା ବେଳେ ତୀର ମାରିଲା ଶ୍ବଶୁର, ବୋହୂ ଗୁରୁତର

16/06/2020 at 9:48 AM

କରଞ୍ଜିଆ ୧୬।୬: ଶ୍ବଶୁରଙ୍କ ତୂର ମାଡରେ ବୋହୂ ଗୁରୁତର ହୋଇଛନ୍ତି । ମୟୁରଭଞ୍ଜ ଜିଲ୍ଲା ଯଶୀପୁର ଥାନା ଶିମିଳିପାଳ ପାଦଦେଶରେ ଥିବା ତୁଳସିବଣି ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ସମସ୍ତେ ରଜ ପର୍ବ ଉପଲକ୍ଷେ ମସଗୁଲ ଥିବାବେଳେ ଶ୍ବଶୁରଙ୍କ ତୀର ମାଡରେ ବୋହୂ ଗୁରୁତର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି ।

ସୂଚନାଯୋଗ୍ୟ ଯେ, ସୋମବାର ସନ୍ଧ୍ୟା ସମୟରେ ଶାଶୁଙ୍କ ସହିତ ବୋହୂଙ୍କର ଝଗଡା ହୋଇଥିଲା । ଏଥିରେ ରାଗି ଯାଇ ଶ୍ବଶୁର ନାଉରୁ ହୋ ବୋହୁ ବୁରସୁ ହୋଙ୍କୁ ତୀର ମାଡ କରିଥିଲେ । ଫଳରେ ବୁରସୁ ଗୁରୁତର ହୋଇଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ଯଶୀପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଡାକ୍ତର ଅସ୍ତ୍ରୋପଚାର କରି ତୀରଟିକୁ ବାହାର କରିଦେଇଥିଲେ । ପରେ ସ୍ଵାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରୁ ଚିକିତ୍ସା ନିମନ୍ତେ ଗୁରୁତରକୁ ବାରିପଦା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି । ପୋଲିସ ତଦନ୍ତ ଆରମ୍ଭ କରିଛି ।

   Related Posts