Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

IPL ୨୦୨୧ : ଟସ୍‌ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ, ପ୍ରଥମେ ବ୍ୟାଟିଂ କରିବ ବେଙ୍ଗାଲୁରୁ

27/04/2021 at 7:18 PM

ଅହମ୍ମଦାବାଦ ୨୭/୦୪ : ଆଇପିଏଲର ପରବର୍ତ୍ତୀ ମ୍ୟାଚରେ ମଙ୍ଗଳବାର ମୁହାଁମୁହିଁ ହେବେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ । ଦିଲ୍ଲୀ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି । ପ୍ରଥମେ ବ୍ୟାଟିଂ କରିବ ବିରାଟ କୋହଲିଙ୍କ ବେଙ୍ଗାଲୁରୁ ।

ଦିଲ୍ଲୀ ଏକାଦଶ : ପୃଥ୍ବୀ ସ, ଶିଖର ଧାୱନ, ଋଷଭ ପନ୍ତ (ୱିକେଟ୍ କିପର / ଅଧିନାୟକ), ଷ୍ଟିଭ ସ୍ମିଥ, ଶିମ୍ରନ ହେଟମାୟର, ମାର୍କସ ଷ୍ଟୋଇନିସ, ଅକ୍ଷର ପଟେଲ, ଅମିତ ମିଶ୍ର, କାଗିସୋ ରାବାଡା, ଇଶାନ୍ତ ଶର୍ମା, ଆଭେଶ ଖାନ

ବେଙ୍ଗାଲୁରୁ ଏକାଦଶ : ବିରାଟ କୋହଲି (ଅଧିନାୟକ), ଦେବଦତ୍ତ ପାଡିକଲ, ରଜତ ପାଟିଦାର, ଗ୍ଲେନ୍ ମ୍ୟାକ୍ସୱେଲ, ଏବି ଡିଭିଲିୟର୍ସ (ୱିକେଟ୍ କିପର), ୱାଶିଂଟନ୍ ସୁନ୍ଦର, ଡାନିଏଲ୍ ସାମ୍‌ସ, କାଇଲ୍ ଜିମିସନ୍, ହର୍ଷଲ ପଟେଲ, ୟୁଜଭେନ୍ଦ୍ର ଚହଲ, ମହମ୍ମଦ ସିରାଜ

   Related Posts