Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ଫ୍ରାଇଡେ ରିଲିଜ୍‌ରେ ପରଦାକୁ ଆସିଲା ଫିଲ୍ମ ‘ଦେ ଦେ ପ୍ୟାର୍ ଦେ’

17/05/2019 at 11:16 AM

ଭୁବନେଶ୍ବର ୧୭|୫: ଫ୍ରାଇଡେ ରିଲିଜରେ ଆଜି ପରଦାକୁ ଆସିଛି ‘ଦେ ଦେ ପ୍ୟାର୍ ଦେ’ । ୫୦ବର୍ଷରେ ପଦାର୍ପଣ କରିସାରିଥିବା ଜଣେ ବ୍ୟକ୍ତି ବିବାହ ପାଇଁ ତାଙ୍କ ସମବୟସ୍କ ମହିଳାଙ୍କୁ ଖୋଜିବା କାହାଣୀକୁ ନେଇ ଫିଲ୍ମଟି ନିର୍ମାଣ କରାଯାଇଛି ।

ଟି-ସିରିଜ ବ୍ୟାନରରେ ମୁକ୍ତିଲାଭ କରିଥିବା ଏହି ଫିଲ୍ମର ପ୍ରଯୋଜନା କରିଛନ୍ତି କ୍ରିଷନ କୁମାର ଓ ଭୂଷଣ କୁମାର । ଫିଲ୍ମରେ ଅଜୟ ଦେବଗନଙ୍କ ସମେତ ତବୁ ରାକୁଲ ପ୍ରୀତି ସିଂହ ପ୍ରମୁଖ ଅଭିନୟ କରିଛନ୍ତି । ଅକିଭ୍ ଅଲ୍ଲୀଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମଟି ଦର୍ଶକଙ୍କ ଏକ ଭିନ୍ନ ଅନୁଭୂତି ଦେବ ବୋଲି ଆଶା ରଖିଛନ୍ତି ନିର୍ମାତା ।

ସେପଟେ ହଲିଉଡରେ ମହିଳା କୈନ୍ଦ୍ରିକ ଫିଲ୍ମ ଡାର୍ଟି ରୋଟ୍ଟେନ ସ୍କାଉଣ୍ଡ୍ରେଲର ରିମେକ୍ ଦି ହସଲ ମଧ୍ୟ ରିଲିଜ୍ ହୋଇଛି ।

   Related Posts