Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

2/12/2019 at 10:54 AM

ଭୁବନେଶ୍ବର ୦୨।୧୨: ଜଣେ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର ହୋଇଛି । ଭୁବନେଶ୍ବରରୁ ଚନ୍ଦ୍ରଶେଖରପୁର ଥାନା ଶ୍ରୀବିହାରରୁ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ପୁରୀ ବ୍ରହ୍ମଗିରି ଅଞ୍ଚଳର ସୁନୀଲ ସେଠୀ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ ।

ସୂଚନାଯୋଗ୍ୟ ଯେ, ଚନ୍ଦ୍ରଶେଖରପୁର ଥାନା ଶ୍ରୀବିହାରରୁ ଜଣେ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର କରାଯାଇଛି ।  ମୃତକ ପୁରୀ ବ୍ରହ୍ନଗିରି ଅଞ୍ଚଳର ସୁନୀଲ ସେଠୀ ବୋଲି ଜଣାପଡିଛି । ସେ ଭୁବନେଶ୍ବରରେ ରହି ଡ୍ରାଇଭର ଭାବେ କାମ କରୁଥିଲେ । କମିଶନରେଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି ।

   Related Posts