Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରବାଟୀରେ ହେବନି ଭାରତ-ଓ୍ଵେଷ୍ଟଇଣ୍ଡିଜ ଟି-୨୦ ମ୍ୟାଚ୍, ଦର୍ଶକ ନିରାଶ
  • ||
  • ଆଇପିଏଲ ନିଲାମୀ ତାଲିକାରୁ କ୍ରିସ୍ ଗେଲ୍‌ଙ୍କ ସମେତ ଏହି ଖେଳାଳି ବାହାର
  • ||
  • Syed Modi International: ଫାଇନାଲ୍‌ରେ ପହଞ୍ଚିଲେ ପିଭି ସିନ୍ଧୁ, ମାଲଭିକାଙ୍କ ସହ ଟାଇଟଲ୍‌ ମୁକାବିଲା
  • ||
  • IPLରେ ଜଲଓ୍ବା ଦେଖାଇବେ ଶ୍ରୀସନ୍ତ, ନିଲାମୀ ପାଇଁ ବେସ୍‌ ପ୍ରାଇସ୍ ରହିଛି ୫୦ ଲକ୍ଷ ଟଙ୍କା
  • ||
  • ଜାମ୍ମୁ କାଶ୍ମୀରରେ ଭାରତୀୟ ସେନା ପକ୍ଷରୁ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ସଫା, ସର୍ଚ୍ଚ ଅପରେସନ ଜାରି
  • ||
  • ୟେମେନ ଗଣହତ୍ୟାକୁ ନିନ୍ଦା କଲା ଜାତିସଂଘ, ସାଉଦିର ବିମାନ ଆକ୍ରମଣରେ ନିହତ ହୋଇଥିଲେ ୭୦ ବିଦ୍ରୋହୀ
  • ||
  • ସୋର : ଟ୍ରକ୍ ସହ ଧକ୍କା ହୋଇ ନୟନଜୋରିକୁ ଓଲଟିଲା ବସ୍, ୫ ଜଣଙ୍କ ମୃତ୍ୟୁ, କିଛି ଲୋକ ଚାପି ହୋଇ ରହିଥିବା ସନ୍ଦେହ
  • ||
  • ଭଦ୍ରକରେ ବିଜେପିକୁ ଝଟ୍‌କା, ଦଳ ଛାଡିଲେ ଶତାଧିକ ବରିଷ୍ଠ ନେତା ଓ କର୍ମୀ
  • ||
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||

ମୃତ୍ୟୁର ତିନି ମାସ ପରେ ମାଟି ତଳୁ ଉଦ୍ଧାର ହେଲା ଶବ, ସ୍ତ୍ରୀ ଓ ପୁଅକୁ ଧମକ ଦେଇଥିଲେ ହତ୍ୟାକାରୀ

18/07/2019 at 12:30 PM

ପଦ୍ମପୁର ୧୮|୭: ମୃତ୍ୟୁର ତିନି ମାସ ପରେ ମାଟି ତଳୁ ଶବ ଉଦ୍ଧାର ହୋଇଛି । ବରଗଡ଼ ମେଳଛାମୁଣ୍ଡା ଥାନା ଅନ୍ତର୍ଗତ ଅମାମୁଣ୍ଡା ଗାଁରେ ଏଭଳି ଘଟଣା ସାମ୍ନାକୁ ଆସିଛି । ମୃତକ ଅମାମୁଣ୍ଡା ଗାଁର ଉଦେ ତାଣ୍ଡି ।

ସୂଚନାଯୋଗ୍ୟ ଯେ, ଗତ ନିର୍ବାଚନରେ ଉଦେଙ୍କୁ ଜୋର ଜବରଦସ୍ତ ବିଷ ଦେଇ ମାରି ଦିଆଯାଇଥିବା ଅଭିଯୋଗ ହୋଇଛି । ଏପରିକି ଘଟଣା ସମ୍ପର୍କରେ କାହାକୁ କହିଲେ ମାରି ଦେବାକୁ ଧମକ ଦେଇଥିଲେ ଦୁର୍ବୃତ୍ତ । ତେବେ ତିନି ମାସ ପରେ ଉଦେଙ୍କ ସ୍ତ୍ରୀ ଇଲା ଓ ପୁଅ ଜିତ୍ ତାଣ୍ଡିଙ୍କ ପକ୍ଷରୁ ଥାନାରେ ଏତଲା ଦିଆଯିବା ପରେ ମେଳଛାମୁଣ୍ଡା ପୋଲିସ ତଦନ୍ତ ଆରମ୍ଭ କରିଛି । ଶବକୁ ମାଟି ତଳୁ କାଢି ବ୍ୟବଚ୍ଛେଦ ପାଇଁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଯାଇଛି ।

   Related Posts