Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ନାଳ ନିକଟରୁ ବ୍ୟକ୍ତିଙ୍କ ମୃତଦେହ ଠାବ

23/06/2019 at 12:26 PM

ଗଞ୍ଜାମ ୨୩/୬: ସାନଖେମୁଣ୍ଡିରେ ନାଳ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଠାବ ହୋଇଛି। ପାଟପୁର ଥାନା ଢ଼ିମୀରାପଲ୍ଲୀ- ସୁବର୍ଣ୍ଣପୁର ରାସ୍ତା ମଧ୍ୟରେ ଥିବା ବାରଘରିଆ ନାଳ ନିକଟରୁ ମିଳିଲା ମୃତଦେହ। ମୃତକ ହେଲେ ପୋଡାମାରିର ବିପିନ ବଡ଼ତ୍ୟା ।

ରାତିରେ ଘରକୁ ନଫେରିବାରୁ ବହୁ ଖୋଜାଖୋଜି ପରେ ସକାଳୁ ମୃତ ଦେହ ଠାବ ହୋଇଛି। ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ପାଟପୁର ପୋଲିସ।

   Related Posts