Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ଜଗତପୁରରେ ଯୁବକର ଝୁଲନ୍ତା ଶବ ଉଦ୍ଧାର

11/11/2018 at 11:58 AM

କଟକ ୧୧/୧୧: କଟକ ଜିଲ୍ଲା ଜଗତପୁର ଥାନା ଅଞ୍ଚଳ ବରଗୋଡ଼ିଆ କେନାଲ ଲକ୍ ପାଖରେ ଯୁବକର ଗଛରେ  ଝୁଲନ୍ତା ଅବସ୍ଥାରେ ମୃତ ଦେହ ଉଦ୍ଧାର ହୋଇଛି। ମୃତ ଯୁବକ ହେଲେ ବରଗୋଡିଆ ଗାଁର ମିଲା ସ୍ବାଇଁ।  ମୃତ୍ୟୁ ର ପ୍ରକୃତ କାରଣ ଜଣା ପଡିନାହିଁ। ଘଟଣା ସ୍ଥଳରେ ଜଗତପୁର ପୋଲିସ ପହଂଚି ଶବକୁ ଜବତକରିବା ସହ ତଦନ୍ତ ଆରମ୍ଭ କରିଛି ।ସୂଚନାଯୋଗ୍ୟ ଯେ ମିଲା ସ୍ବାଇଁ ଙ୍କ ବାପାଙ୍କ ମୃତ୍ୟୁର ଶୁଦ୍ଧିକର୍ମ  ସରିନଥିବାବେଳେ ଏଭଳି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଂଚଲ୍ୟ ସୃଷ୍ଟି କରିଛି।

   Related Posts