Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଜେଟ୍ ଅଧିବେଶନ: ଜାନୁଆରୀ ୩୧ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, ଫେବୃଆରୀ ୧ରେ ଉପସ୍ଥାପନ ହେବ ବଜେଟ୍
  • ||
  • IPL 2022: ନିଜ ଟିମ୍‌ର ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି, ରଖିଲା ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ଚୋର ଖୋଜୁ ଖୋଜୁ ମିଳିଲା ମୃତଦେହ : ଟ୍ରକ ଭିତରୁ ମୃତଦେହ ଉଦ୍ଧାର

23/06/2019 at 12:43 PM

ସୁନ୍ଦରଗଡ଼ ୨୩/୬: ଚୋର ଖୋଜୁ ଖୋଜୁ ମିଳିଲା ମୃତଦେହ। ରାଜଗାଙ୍ଗପୁର କନୁମୁର ଛକ ପେଟ୍ରୋଲ ପମ୍ପ ନିକଟରେ ଏକ ଟ୍ରକ ଭିତରୁ ଜଣେ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତିଙ୍କର ପରିଚୟ ମିଳିପାରିନାହିଁ । 

ଏକ ବ୍ୟାଟେରୀ ଚୋରୀ ହୋଇଥିବା ନେଇ ପେଟ୍ରୋଲ ପମ୍ପ ନିକଟରେ ଥିବା ଟ୍ରକକୁ ଖାନତଲାସୀ କରିଥିଲେ ଲୋକେ । ସେହି ସମୟରେ ଟ୍ରକ ମଧ୍ୟରୁ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରେ ପହଞ୍ଚି ପୋଲିସ ତଦନ୍ତ ଚଳାଇଛି।

   Related Posts