Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢେଙ୍କାନାଳ : ଭିଜିଲାନ୍ସ ଜାଲରେ ଥାନା ଅଧିକାରୀ, ଯୌତୁକ ମାମଲାରେ ଦଫା କାଟିବାକୁ ନେଉଥିଲେ ୬ହଜାର ଟଙ୍କା
  • ||
  • ନବରଙ୍ଗପୁର : କୁନ୍ଦେଇ ସରପଞ୍ଚ ନିଲମ୍ବିତ, ଭାରତମାଳା ଯୋଜନାକୁ ବିରୋଧ କରିବାରୁ କାର୍ଯ୍ୟାନୁଷ୍ଠାନ
  • ||
  • ୨ ଦିନିଆ କନ୍ଧମାଳ ଗସ୍ତରେ ଶିଶୁ ସୁରକ୍ଷା ଅଧିକାର ଅଧ୍ୟକ୍ଷା
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ଫାଷ୍ଟଗେଟ୍ ଅଞ୍ଚଳରୁ ଜଣଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ
  • ||
  • ନୀଳଗିରି: ହାତୀ ଆତଙ୍କରେ ଅଞ୍ଚଳବାସୀ
  • ||
  • ମାଲକାନଗିରି : ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ
  • ||
  • କେନ୍ଦୁଝର : ବାଇକ୍ ଧକ୍କାରେ ଜଣେ ଗୁରୁତର, ମେଡିକାଲରେ ଭର୍ତ୍ତି
  • ||

ବ୍ରାହ୍ମଣୀରେ ଭାସୁଛି ଅଜଣା ଯୁବକଙ୍କ ମୃତଦେହ

13/12/2019 at 4:30 PM

ଯାଜପୁର ୧୩।୧୨: ବ୍ରାହ୍ମଣୀ ନଦୀରେ ଯୁବକଙ୍କ ମୃତଦେହ ଭାସୁଛି । ମୃତ ଯୁବକଙ୍କ ପରିଚୟ ମିଳିନାହିଁ । ଯୁବକଙ୍କ ବୟସ ପାଖାପାଖି ୨୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି । ଯାଜପୁର ରାମଚନ୍ଦ୍ରପୁର ସେତୁ ନିକଟରେ ମୃତଦେହ ଭାସୁଥିବା ଦେଖିଥିଲେ ସ୍ଥାନୀୟଲୋକ । ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚିନାହିଁ । ତେବେ ଯୁବକଙ୍କ ମୃତ୍ୟୁର କାରଣ ମଧ୍ୟ ସ୍ପଷ୍ଟ ଜଣାପଡିନାହିଁ ।

   Related Posts