Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ସନ୍ଧ୍ୟାରେ ଦିଲ୍ଲୀ ପହଞ୍ଚିବ ସିଡିଏସ୍ ବିପିନ ରାୱତଙ୍କ ମରଶରୀର, ମୋଦୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ଦେବେ ଶ୍ରଦ୍ଧାଞ୍ଜଳୀ
  • ||
  • ଭଞ୍ଜନଗର : ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ହେଲା ଲାଲସିଙ୍ଗି ପଞ୍ଚାୟତର କିଛି ଅଞ୍ଚଳ, କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ
  • ||
  • ଭୁବନେଶ୍ବର : ବିଧାନସଭା ପରେ ସମସ୍ତଙ୍କର ହେବ RTPCR ଟେଷ୍ଟ : ବାଚସ୍ପତି
  • ||
  • ଭୁବନେଶ୍ବର : ମହାନଦୀରେ କମିଛି ଜଳ ପ୍ରବାହ, ୫୧୬ ଚେକ୍ ଡ୍ୟାମ୍ କରିଛି ଛତିଶଗଡ : ଜଳସମ୍ପଦ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତାକୁ ନ୍ୟାୟ ଦେବାକୁ ବିଜେପିର ଦାବି : ବ୍ୟାରିକେଟ୍ ଭାଙ୍ଗି ବିଧାନସଭା ଘେରାଉ ଉଦ୍ୟମ ବେଳେ ଧସ୍ତାଧସ୍ତି, ପୋଲିସର ଲାଠିଚାର୍ଜ
  • ||
  • ଜୟପୁର : ଜୟପୁର ଏସଡିଜେଏମ୍ କୋର୍ଟରେ NIAର ୨ ଜଣିଆ ଟିମ୍, ମାଓ ନେତା ଦୁବାସୀ ଶଙ୍କରକୁ ପଚରାଉଚରା ପାଇଁ ଲୋଡିଲେ ଅନୁମତି
  • ||
  • ଭୁବନେଶ୍ବର : ବିଜେଡି ଓ ବିଜେପି ବିକ୍ଷୋଭ ପ୍ରସଙ୍ଗ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଲେ- ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ
  • ||
  • ଟାଙ୍ଗୀ : କେନ୍ଦୁଆ ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ବଡବିଲ : ଶନି ମନ୍ଦିରରୁ ଲୁଟ୍, ଦାନ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • ନିଶ୍ଚିନ୍ତକୋଇଲି : ଛେଳି ଚୋରକୁ ଛେଚିଲେ ଗାଁ ଲୋକେ, ପୋଲିସର ଜିମାଦେଲେ
  • ||

ଆପାର୍ଟମେଣ୍ଟରୁ ମିଳିଲା ଯୁବକଙ୍କ ମୃତଦେହ

14/11/2019 at 10:20 PM

ପୁରୀ ୧୪।୧୧ – ପୁରୀରେ ହତ୍ୟାକାଣ୍ଡ । ପୁରୀ ବ୍ରହ୍ମଗିରି ରାସ୍ତାର କୋରୁଅ ଛକରେ ଥିବା ଏକ ଆପାର୍ଟମେଣ୍ଟରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ସଦର ଥାନା ଅର୍ନ୍ତଗତ କଣ୍ଠପୁରର ବେଲ ଓରଫ ଟୁଲୁ ବିଶ୍ବାଳଙ୍କ ମୃତଦେହକୁ ଏହି ଆପାର୍ଟମେଣ୍ଟର ଏକ କୋଠରୀରୁ ଉଦ୍ଧାର କରାଯାଇଥିଲା ।

ମାନେ ଏହି ଯୁବକକୁ ସଂଘବଦ୍ଧ ଆକ୍ରମଣ କରି ହତ୍ୟା କରିଥିବା ସୂଚନା ମିଳିଛି । ଯୁବକଙ୍କ ଶରୀରରେ ଏକାଧିକ କ୍ଷତ ଚିହ୍ନ ଥିବାବେଳେ ଦୁର୍ବୁତ୍ତମାନେ ତାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଥିବା ଜଣାପଡିଛି । ପୂର୍ବ ଶତ୍ରୁତା କାରଣରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ପୁରୀ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମାମଲାର ତଦନ୍ତ ଆରମ୍ଭ କରିଛି ।

   Related Posts