Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ଟ୍ରେନରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

16/06/2019 at 12:03 PM

ରାଉରକେଲା ୧୬|୬: ଟ୍ରେନରୁ ରକ୍ତାକ୍ତ ମୃତଦେହ ଉଦ୍ଧାର । ରାଉରକେଲା ଷ୍ଟେସନରେ ନାଗପୁର ଟାଟା ପାସେଞ୍ଜରରୁ ମିଳିଛି ମୃତଦେହ। ଗତକାଲି ବିଳମ୍ବିତ ରାତିରେ ମୃତଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନି । ପାରିପାର୍ଶ୍ବିକ ସ୍ଥିତିରୁ ତାଙ୍କୁ କିଏ ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଜିଆରପି ପହଞ୍ଚି ତଦନ୍ତ ଚଳାଇଛି ।

   Related Posts