Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ରେଳ ଲାଇନ୍ କଡରୁ ଉଦ୍ଧାର ମୃତ ଯୁବତୀଙ୍କ ମିଳିଲା ପରିଚୟ : ପରିବାର ପକ୍ଷରୁ ହତ୍ୟା ଅଭିଯୋଗ

10/11/2019 at 2:45 PM

ଜଗତସିଂହପୁର ୧୦।୧୧:  ଜଗତସିଂହପୁର  ଜିଲ୍ଲା ତିର୍ତ୍ତୋଲ ଥାନା ବନ୍ଧବାଟି ଲେଭଲ କ୍ରସିଂ ନିକଟରୁ ଉଦ୍ଧାର ହୋଇଥିବା ମୃତ ଯୁବତୀଙ୍କର ପରିଚୟ ମିଳିଛି । ମୃତ ଯୁବତୀ ଜଣକ ହେଉଛନ୍ତି  ପାରାଦୀପ ଚୁନବେଲାରୀ ଗାଁର ଶୁଭଲକ୍ଷ୍ମୀ ଓଝା । ଶୁଭଲକ୍ଷ୍ମୀ ଜଗତପୁରରେ ଡିପ୍ଲୋମା କରୁଥିଲେ ।  ପରିବାର ଲୋକେ ତାଙ୍କ ଝିଅଙ୍କ ହତ୍ୟା ହୋଇଥିବା ଅଭିଯୋଗ କରିଛନ୍ତି

ଯୁବତୀଙ୍କୁ କିଏ ଓ କଣ ପାଇଁ ହତ୍ୟା କରିଛି , ତାହାର ସବିଶେଷ ତଦନ୍ତ ପରେ ଜଣାପଡିବ । ପୋଲିସ ଛାନଭିନ ଜାରି ରଖିଛି ।

   Related Posts