Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ସ୍ବର୍ଗ ଦ୍ବାରରୁ ହଟିଲା କଟକଣା, ସଂକ୍ରମଣ କମୁଥିବାରୁ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି
  • ||
  • ‘କୁଲଦୀପ ଯାଦବଙ୍କ ପାଇଁ ଚ୍ୟାଲେଞ୍ଜିଂ ହେବ ଓ୍ବେଷ୍ଟଇଣ୍ଡିଜ ସିରିଜ୍, ଟିମ୍‌ ଇଣ୍ଡିଆକୁ ଭରସା ରଖିବାକୁ ହେବ’: ହରଭଜନ ସିଂହ
  • ||
  • ବିଧାନସଭା ନିର୍ବାଚନ ଏବଂ ବଜେଟ୍‌ ଅଧିବେଶନ ପୂର୍ବରୁ କଂଗ୍ରେସ ଡାକିଲା ଗୁରୁତ୍ବପୂର୍ଣ୍ଣ ବୈଠକ, ପ୍ରସ୍ତୁତ ହେବ ରଣନୀତି
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୧,୧୫୭ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୬୫୩ଜଣ ଡିସଚାର୍ଜ
  • ||
  • ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ.ଜୟଶଙ୍କରଙ୍କୁ କରୋନା, ନିଜକୁ କଲେ ଆଇସୋଲେଟ୍
  • ||
  • ମହାକାଶରେ ନିୟନ୍ତ୍ରଣ ହରାଇଛି ସ୍ପେସଏକ୍ସର ଫାଲକନ-୯, ବିପଦରେ ଭାରତର ଚନ୍ଦ୍ରଯାନ
  • ||
  • ବିଜେପିରେ ସାମିଲ ହେଲେ ଉତ୍ତରାଖଣ୍ଡର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ
  • ||
  • ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି
  • ||
  • ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯୦୧ କୋଭିଡ୍ ପଜିଟିଭ୍, ୧୨୩୧୧୬୯ରେ ପହଞ୍ଚିଲା ସଂଖ୍ୟା
  • ||
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||

ଅଙ୍ଗନଓ୍ବାଡି କେନ୍ଦ୍ରରେ ପ୍ରସ୍ତୁତ ଡାଲମାରୁ ବାହାରିଲା ମୃତ ଝିଟିପିଟି

23/09/2019 at 2:28 PM

ଆନନ୍ଦପୁର ୨୩।୯: କେନ୍ଦୁଝର ଜିଲ୍ଲା ହାଟଡ଼ିହି ବ୍ଲକ୍ ଢେଙ୍କା ଅଙ୍ଗନଓ୍ବାଡି କେନ୍ଦ୍ରରେ ଘଟିଛି ଅଘଟଣ।  ଅଙ୍ଗନଓ୍ବାଡି ଶିଶୁଙ୍କ ପାଇଁ ରନ୍ଧା ହୋଇଥିବା ଡାଲମାରୁ ମୃତ ଝିଟିପିଟି ବାହାରିବାକୁ ନେଇ ଅଭିଭାବକ ମହଲରେ ଉତ୍ତେଜନା ପ୍ରକାଶ ପାଇଛି । ପ୍ରସ୍ତୁତ ଡାଲମାକୁ ଅଙ୍ଗନଓ୍ବାଡି ଶିଶୁ, ଶିଶୁମନାଙ୍କର କିଛି ମା’, ଅଙ୍ଗନଓ୍ବାଡି କର୍ମୀ ଓ ପାଚିକା ଖାଇଥିଲେ।

ଅଙ୍ଗନଓ୍ବାଡି କର୍ମୀଙ୍କ ଖାଦ୍ୟ ଥାଳିରୁ ଝିଟିପିଟି ବାହାରିବା ପରେ ଘଟଣା ଜଣାପଡ଼ିଥିଲା। ଏନେଇ ଅଭିଭାବକ ମହଲରେ ଉତ୍ତେଜନା ପ୍ରକାଶ ପାଇଥିଲା । ତୁରନ୍ତ ୧୪ ଜଣ ଶିଶୁଙ୍କ ସମେତ ଅଙ୍ଗନଓ୍ବାଡି କର୍ମୀଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ଡାଲମା ଖାଇଥିବା କାହାରି ଦେହରେ କୌଣସି ପାର୍ଶ୍ଵ ପ୍ରତିକ୍ରିୟାର ଲକ୍ଷଣ ନଥିବାରୁ ଡାକ୍ତର ସେମାନଙ୍କୁ ଅବଜରଭେସନରେ ରଖିଥିବା କହିଛନ୍ତି।

   Related Posts