Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ରେଲୱେ ଲାଇନ କଡରୁ ଯୁବକଙ୍କ ମୃତଦେହ ଉଦ୍ଧାର : ମୃତ୍ୟୁର କାରଣ ଅସ୍ପଷ୍ଟ

2/06/2019 at 8:45 AM

ଅନୁଗୁଳ  ୨/୬: ଅନୁଗୁଳ ଚଣ୍ଡୀବଜାର ନିକଟସ୍ଥ ରେଲୱେ ଲାଇନ କଡରୁ ମୃତଦେହ ଉଦ୍ଧାର ହୋଇଛି। ମୃତକର ପରିଚୟ ମିଳିପାରିନାହିଁ। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ। ଘଟଣାସ୍ଥଳରେ ଏଯାଏଁ ପହଞ୍ଚି ନାହିଁ ପୋଲିସ।

ସେହି ସ୍ଥାନରେ ଲଗାତାର ୧୫ ଦିନ ମଧ୍ୟରେ ୫ ଜଣଙ୍କର ମୃତ୍ୟୁ ହୋଇ ସାରିଲାଣି । ନିକଟରେ ଏଠାରେ ଦୁଇଯୋଡ଼ା ପ୍ରେମୀ ଯୁଗଳ ଆତ୍ମହତ୍ୟା କରିଥିଲେ ।

   Related Posts