Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜୟପୁର : ପ୍ରବାସୀ ଶ୍ରମିକଙ୍କୁ ଅଧା ରାସ୍ତାରେ ଓହ୍ଲାଇଦେଲା ବସ୍, ଅଭିଯୋଗ ପରେ ବସ୍ ସହ ଡ୍ରାଇଭର ଓ କଣ୍ଡକ୍ଟର ଅଟକ
  • ||
  • ଚାନ୍ଦବାଲି : ୨ ଦିନ ଆଖଣ୍ଡଳମଣୀଙ୍କ ମନ୍ଦିର ବନ୍ଦ, ଜଣେ ସେବାୟତ କରୋନା ପଜିଟିଭ୍ ପରେ ପ୍ରଶାସନର ପଦକ୍ଷେପ
  • ||
  • ଟାଙ୍ଗୀ : ଟ୍ରକ୍-ବସ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ହେଲପର ମୃତ, ଡ୍ରାଇଭର ଗୁରୁତର
  • ||
  • ରାଇରଙ୍ଗପୁର : ସ୍କୁଲ ନିକଟ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ହତ୍ୟା ନା’ ଆତ୍ମହତ୍ୟା
  • ||
  • ସୋର : ଭୁବନେଶ୍ବର-କୋଲକତା ଜନଶତାବ୍ଦୀ ଟ୍ରେନ୍‌ରେ ନିଆଁ, ଟଳିଲା ବଡ ଦୁର୍ଘଟଣା
  • ||
  • ‘ଚାକିରୀରେ ୬ ବର୍ଷ ପୂରଣ କରିଥିବା କର୍ମଚାରୀଙ୍କୁ ସରକାର ରେଗୁଲାର କରିବାକୁ ବାଧ୍ୟ’, ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଲେ ହାଇକୋର୍ଟ
  • ||
  • ରାଜ୍ୟରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ, ୧୯୩୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ବଡ଼ଗାଁ ପଞ୍ଚାୟତ ୩ ଦିନ ପାଇଁ ଲକ୍‌ଡାଉନ୍‌, ବନ୍ଦ ରହିବ ହାଟ ଓ ବଜାର
  • ||
  • ରାୟଗଡ଼ାରେ ମୃଦୁ ଭୂକମ୍ପ, କ୍ଷୟକ୍ଷତିର ସୂଚନା ନାହିଁ
  • ||
  • ବଢୁଛି ସଂକ୍ରମଣ : ରାଜ୍ୟରେ ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୨୯୮୯ ପଜିଟିଭ୍ ଚିହ୍ନଟ
  • ||

ବାରିପଦା-କଲିକତା ବସଷ୍ଟାଣ୍ଡ ନିକଟରୁ ମୃତଦେହ ଉଦ୍ଧାର

3/11/2019 at 9:52 AM

ବାରିପଦା ୩/୧୧: ଆଜି ସକାଳୁ ବାରିପଦା ସ୍ଥିତ କଲିକତା ବସଷ୍ଟାଣ୍ଡ ନିକଟରେ ଜଣ ବ୍ୟକ୍ତିଙ୍କ ମୃତଶରୀର ପଡିଥିବା ଦେଖିବାକୁ ମିଳିଛି ।   ସୂଚନା ମୁତାବକ ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିଲେ ମୃତକ ରାମ ସିଂ । ସେଠାରୁ ଟ୍ରେନ ଯୋଗେ ବାଲେଶ୍ଵର ପହଞ୍ଚି ଏକ ଘରୋଇ ବସ ଯୋଗେ ବାରିପଦା ବସଷ୍ଟାଣ୍ଡରେ ଓହ୍ଲାଇ ଥିଲେ। ପରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତକ ରାମ ସିଂ ଙ୍କ  ଆନ୍ଧ୍ରପ୍ରଦେଶରେ ଶରୀର ଅସୁସ୍ଥ ହେବାରୁ  ସାଙ୍ଗ କୃପାସିନ୍ଧୁ ବେହେରା ସହିତ ଆସି ଆଜି ବାରିପଦା ପହଞ୍ଚିବା ପରେ  ମୃତ୍ୟୁ ଘଟିଥିଲା ।

ତେବେ ମୃତକଙ୍କ ଘର ମୟୂରଭଞ୍ଜ ଜିଲ୍ଲାର ବଡସାହି ଥାନା ଅନ୍ତର୍ଗତ ଜଦୁନାଥପୁର ଅଞ୍ଚଳରେ ବୋଲି ଜଣାପଡିଛି । ଘଟଣା ସ୍ଥଳରେ ବାରିପଦା ଟାଉନ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ମୃତକଙ୍କୁ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସପିଟାଲକୁ ପଠାଇଛନ୍ତି ।

   Related Posts