Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଢାବାରୁ ଯୁବକଙ୍କ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ

24/11/2019 at 9:38 AM

ବ୍ରହ୍ମପୁର ୨୪/୧୧: ଢାବାରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ବ୍ରହ୍ମପୁର ଉପଖଣ୍ଡ ହଳଦିଆପଦର ନିକଟ ଏକ ଢାବାରୁ ମିଳିଲା ମୃତଦେହ ମିଳିଛି। ଯୁବକଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଛି।

ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ।ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ବ୍ରହ୍ମପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

   Related Posts