Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

କୁଆଖାଇ ନଦୀରୁ ପୁଣି ମୃତ ଦେହ ଉଦ୍ଧାର

22/09/2019 at 9:57 AM

ଭୁବନେଶ୍ବର ୨୨/୯: କୁଆଖାଇ ନଦୀରୁ ପୁଣି ମୃତ ଦେହ ଉଦ୍ଧାର ହୋଇଛି । ସହିଦ୍ ନଗର  ଥାନା ଟଙ୍କପାଣି ବ୍ରିଜ ପାଖ ବାଙ୍କୁଆଳ ନିକଟରୁ ବାଲିଅନ୍ତା ପୋଲିସ୍ ବାଲିଅନ୍ତା ଅଗ୍ନିଶମ ସହାୟତାରେ ମୃତ ଦେହ ଉଦ୍ଧାର କରିଛି । ନଦୀରେ ମୃତ ଦେହ ଭାସୁଥିବାର ସ୍ଥାନୀୟ ଲୋକ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ ।

ମୃତ ଦେହଟି ଫୁଲି ଯାଇଥିବା ଦେଖାଯାଇଛି । ମୃତ ବ୍ୟକ୍ତି ଜଣକ  ଜୀନ୍ ପ୍ୟାଣ୍ଟ , ସାର୍ଟ ପିନ୍ଧିଥିବା ଦେଖାଯାଇଛି । ପୋଲିସ୍ ମୃତ ଦେହ ନିକଟରୁ ଏକ ମୋବାଇଲ ଜବତ କରିଛି । ୪ ରୁ ୫ ଦିନ ହେବ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ମୃତ ବ୍ୟକ୍ତିଙ୍କ ପରିଚୟ ଜଣାପଡ଼ି ନାହିଁ । ପୋଲିସ୍ ଅଧିକ ତଦନ୍ତ ଚଳାଇଛି ।

   Related Posts