Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ପୂର୍ବତନ ସାଂସଦଙ୍କ ଘର ସାମ୍ନାରୁ ଯୁବକଙ୍କ ମୃତଦେହ ଉଦ୍ଧାର

29/05/2020 at 8:22 PM

ରାଉରକେଲା, ୨୯|୦୫:  ହକି ତାରକା ତଥା ପୂର୍ବତନ ସାଂସଦ ଦିଲ୍ଲୀପ ତିର୍କୀଙ୍କ ସେକ୍ଟର-୪ ସ୍ଥିତ ଘର ସମ୍ମୁଖରୁ ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି । ମୃତକଜଣଙ୍କ ହେଲେ ରାଜ୍ । ସେ ନିକଟସ୍ଥ ଆଖଣ୍ଡଳମଣୀ ବସ୍ତିରେ ରହୁଥିଲେ ।

ରାଜ୍ ଏକ ଠିକା ସଂସ୍ଥା ଅଧିନରେ କାମ କରୁଥିଲେ । ଆହୁରି ମଧ୍ୟ ସେ ସେକ୍ଟର୍ ଅଞ୍ଚଳରେ ଘର ଘର ବୁଲି ଆବର୍ଜନା ସଂଗ୍ରହ କରୁଥିଲେ । ତେବେ ତାଙ୍କର ମୃତ୍ୟୁ କିପରି ହେଲା ତାହା ଜଣାପଡି ନାହିଁ । ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ସଦନ୍ତ ଆରମ୍ଭ କରିଛି ।

   Related Posts