Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସନ୍ ଧରି ଫେରୁଥିଲେ, ଓଲଟି ଗଲା ଟ୍ରାକ୍ଟର ଡାଲା, ୨ ମୃତ
  • ||
  • ପୋଲିସର ଅପରେସନ୍ ହାଇଦର : ଚଢାଉ ଜୋରଦାର, ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର
  • ||
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେନି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||

ଘର ଭିତରୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

18/12/2019 at 10:05 AM

ବାଲେଶ୍ବର ୧୮।୧୨: ଯୁବକଙ୍କୁ ନିର୍ମମ ହତ୍ୟା । ବାଲେଶ୍ବର ଜିଲ୍ଲା ସହଦେବଖୁଣ୍ଟା ଥାନା ଗୁଡିସାହିର ଏକ ଘରେ ପଡିଛି ରକ୍ତ ଜୁଡୁବୁଡୁ ମୃତଦେହ । ମୃତକ ବୃଢା ମାରାଣ୍ଡି ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ସହଦେବଖୁଣ୍ଟା ଥାନା ଗୁଡିସାହିରେ ଏକ ଘର ଭିତରୁ ଜଣେ ଯୁବକଙ୍କୁ ନିର୍ମମ ହତ୍ୟା କରାଯାଇଛି । ମୃତ ଯୁବକ ଜଣଙ୍କ ଏକ ବ୍ୟାଙ୍କରେ ଜଗୁଆଳୀ ଭାବେ କାର୍ଯ୍ୟ କରୁଥିଲେ । ତେବେ ବୃଢା ମାରାଣ୍ଡିକୁ କିଏ ଓ କାହିଁକି ହତ୍ୟା କଲା, ତାହାର କାରଣ ଅସ୍ପଷ୍ଟ ରହିଛି  । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ୍ ଜାରି ରଖିଛି ।

   Related Posts