Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ମେଡିକାଲ କଲୋନୀରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର , ହତ୍ୟା ସନ୍ଦେହ

29/11/2019 at 9:44 AM

ରେମୁଣା ୨୯।୧୧: ବାଲେଶ୍ବ ଜିଲ୍ଲା ରେମୁଣା ମେଡିକାଲ କଲୋନୀରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ ।

ସୂଚନାଯୋଗ୍ୟ ଯେ, ରେମୁଣା ମେଡିକାଲ କଲୋନୀରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଦେବେନ୍ଦ୍ର ସାମଲ ବୋଲି ଜଣାପଡିଛି ।  ହତ୍ୟା କି ଆତ୍ମହତ୍ୟା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ଜଣାପଡିନି । ଘଟଣାସ୍ଥଳରେ ପୋଲିସ ପହଞ୍ଚ ତଦନ୍ତ ଜାରି ରଖିଛି ।

   Related Posts