ବ୍ରହ୍ମପୁରରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର
19/06/2018 at 4:44 AM

ବ୍ରହ୍ମପୁରରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି । ସହର ଉପକଣ୍ଠ ହଳଦିଆପଦର ଓ ରାଳବ ରାସ୍ତା ନିକଟରେ ଥିବା ଆଶ୍ରମ ପଛପଟୁ ମିଳିଛି ମୃତଦେହ । ମୃତକଙ୍କ ପରିଚୟ ମିଳିପାରିନି । ତାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ସ୍ଥାନୀୟ ଲୋକେ ମୃତଦେହ ପଡିଥିବାର ଦେଖି ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।
Related Posts
୨୪ କେଜି ଚୋରା ଗଞ୍ଜେଇ ଜବତ, ନିଶା ବେପାରୀ ଗିରଫ
25 February 2021
ଜଙ୍ଗଲରୁ କୁଟାରୀ ମାଂସ ଓ ଚମଡା ଜବତ, ଶିକାରୀ ଫେରାର
25 February 2021
ସ୍କର୍ପିଓ ଏବଂ ବୋଲେରୋ ମୁହାଁମୁହିଁ ଧକ୍କା, ୬ ଗୁରୁତର
25 February 2021