Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ରକ୍ତ ଜୁଡୁ ଜୁଡୁ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର , ହତ୍ୟା ସନ୍ଦେହ

12/01/2020 at 3:09 PM

ରାଇରଙ୍ଗପୁର ୧୨।୦୧: ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବିଶୋଇ ଥାନା ମଣଦା କେଲାନୀରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତକ ଭୋସ୍ଲା ନାଏକ ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ,  ବିଶୋଇ ଥାନା ମଣଦା କଲୋନୀ ସାହିରେ ରକ୍ତ ଜୁଡ଼ୁ ବୁଡୁ ଅବସ୍ଥାରେ ଯୁବକଙ୍କ ମୃତ ଦେହ ପଡିଥିବାର ଦେଖି ଲୋକ ସ୍ଥାନୀୟଲୋକ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ ଜାରି ରଖିଛି । ଘଟଣାରେ ଅଧିକ ତଦନ୍ତ ପାଇଁ ବାରିପଦାରୁ ଏକ ସାଇଣ୍ଟିଫିକ ଟିମ୍‌କୁ ଡକାଯାଇଛି । ତେବେ ପୂର୍ବ ଶତ୍ରୁତାକୁ ନେଇ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

   Related Posts