Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ରେଳ ଧାରଣାରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

13/09/2020 at 6:53 PM

ସମ୍ବଲପୁର, ୧୩।୦୯:   ସମ୍ବଲପୁର ବୁର୍ଲା ନିକଟ ପିସି ବ୍ରିଜରେ ନିକଟରେ ଥିବା ରେଳ ଧାରଣାରୁ ଉପରୁ ଜଣେ ଯୁବକଙ୍କ ଖଣ୍ଡବିଖଣ୍ଡ ମୃତଦେହ ଠାବ ହୋଇଛି । ଯୁବକ ଜଣକ ଟ୍ରେନରେ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।

ମୃତଦେହ ନିକଟରୁ ପ୍ରାୟ ୫୦ ମିଟର ଦୂରରେ ଏକ ହିରୋ ହୋଣ୍ଡା ବାଇକ୍ ମଧ୍ୟ ମିଳିଛି । ଯାହାର ନମ୍ବର ଓଡି ୧୫ ବି ୬୨୭୭ ବୋଲି ଜଣାପଡିଛି । ଗାଡିଟି ମୃତ ଯୁବକଙ୍କର ହୋଇଥାଇପାରେ ବୋଲି ସନ୍ଦେହ କରାଯାଉଛି । ଯୁବକ ଜଣଙ୍କ ସମ୍ବଲପୁର ଅଂଚଳର ବୋଲି ଅନୁମାନ କରାଯାଉଛି । ତେବେ ତାଙ୍କର ସମ୍ପୂର୍ଣ୍ଣ ପରିଚୟ ମିଳିପାରିନାହିଁ । ଜିଆରପି ପୋଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

   Related Posts