Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୀଷଣ ଅବପାତର ରୂପ ନେବ ଲଘୁଚାପ ! ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା
  • ||
  • ଟ୍ରେଲର ପଛରେ ପିଟିହେଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||

ଦୁଇ କାର୍ ମୁହାଁମୁହିଁ ଧକ୍କା ; ୧୨ ମୃତ, ୨ ଗୁରୁତର

29/01/2019 at 10:19 AM

ଉଜ୍ଜୟନୀ ୨୯|୧:  ମଧ୍ୟପ୍ରଦେଶ ଉଜ୍ଜୟନୀରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୧୨ଜଣଙ୍କର ମୃତ୍ୟୁ ହୋଇଛି । ଦୁଇ ଜଣ ଗୁରୁତର ହୋଇଛନ୍ତି । ୨ଟି କାର୍ ମୁହାଁମୁହିଁ ଧକ୍କା ହେବାରୁ ଗୋଟିଏ ପରିବାରର ୧୨ ଜଣଙ୍କ ମୃତ୍ୟୁ ହୋଇଛି । ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ସ୍ଥାନୀୟ ହସପିଟାଲରେ ଭର୍ତ୍ତି କରାଯାଇଛି । ଏକ ବିବାହ କାର୍ଯ୍ୟକ୍ରମରେ ଯୋଗଦେଇ ଫେରୁଥିବାବେଳେ ଦୁର୍ଘଟଣା ହୋଇଛି ।

   Related Posts