ଦୁଇ କାର୍ ମୁହାଁମୁହିଁ ଧକ୍କା ; ୧୨ ମୃତ, ୨ ଗୁରୁତର

Published By : Prameya-News7 Bureau | January 29, 2019 IST

ଉଜ୍ଜୟନୀ ୨୯|୧:  ମଧ୍ୟପ୍ରଦେଶ ଉଜ୍ଜୟନୀରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୧୨ଜଣଙ୍କର ମୃତ୍ୟୁ ହୋଇଛି । ଦୁଇ ଜଣ ଗୁରୁତର ହୋଇଛନ୍ତି । ୨ଟି କାର୍ ମୁହାଁମୁହିଁ ଧକ୍କା ହେବାରୁ ଗୋଟିଏ ପରିବାରର ୧୨ ଜଣଙ୍କ ମୃତ୍ୟୁ ହୋଇଛି । ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ସ୍ଥାନୀୟ ହସପିଟାଲରେ ଭର୍ତ୍ତି କରାଯାଇଛି । ଏକ ବିବାହ କାର୍ଯ୍ୟକ୍ରମରେ ଯୋଗଦେଇ ଫେରୁଥିବାବେଳେ ଦୁର୍ଘଟଣା ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.