Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାଜଧାନୀ ଶସ୍ୟମଣ୍ଡିର ଭୟାବହ ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ୪୩କୁ ବୃଦ୍ଧି , ଫସିରହିଥିବା ଲୋକଙ୍କୁ ଉଦ୍ଧାର କାର୍ଯ୍ୟ ଜାରି

8/12/2019 at 10:02 AM

ନୂଆଦିଲ୍ଲୀ ୦୮।୧୨ : ନୂଆଦିଲ୍ଲୀର  ରାଣୀ ଝାନ୍ସି ରୋଡରେ ଶସ୍ୟ ମଣ୍ଡିରେ ଭୀଷଣ ଅଗ୍ନିକାଣ୍ଡ ଘଟଣା । ଅଗିକାଣ୍ଡରେ ମୃତ୍ୟୁ ସଂଖ୍ୟା ୪୩କୁ ବୃଦ୍ଧି ପାଇଛି । ମଣ୍ଡି ଭିତରେ ଫସି ରହିଥିବା ଲୋକଙ୍କ ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ୟମ ଜାରି ରହିଛି । ଘଟଣାସ୍ଥଳରେ ୨୫ରୁ ଅଧିକ ଦମକଳଗାଡି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ରହିଛି ।

ଅଗ୍ନିକାଣ୍ଡରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ ପରିବାର ପ୍ରତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମବେଦନା ଜଣାଇଛନ୍ତି ।

   Related Posts