Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||
  • ରାଇରଙ୍ଗପୁର : ଗୁଣିଗାରେଡି ସନ୍ଦେହକୁ ନେଇ ହତ୍ୟାକାଣ୍ଡ : ୩ ସୁପାରୀ କିଲର ଗିରଫ
  • ||
  • ନୂଆଦିଲ୍ଲୀ : ଦୁଇ ସରକାରୀ ବ୍ୟାଙ୍କର ଘରୋଇକରଣ ପ୍ରସ୍ତାବକୁ ବିରୋଧ, ଆସନ୍ତା ୧୬ରୁ ଦୁଇ ଦିନିଆ ହରତାଳ ଚେତାବନୀ ଦେଲା ୟୁଏଫବିୟୁ
  • ||

୭୫୭ରୁ ୧୩୬ ଜଣ କରୋନା ପଜିଟିଭ୍, ସେମାନଙ୍କ ମଧ୍ୟରେ ଅଛନ୍ତି ପ୍ରମିଳା ମଲ୍ଲିକ ଏବଂ ଦେବୀ ମିଶ୍ର

27/09/2020 at 8:16 PM

ଭୁବନେଶ୍ବର୨୭/୯:୨୯ତାରିଖରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ବସିବାକୁ ଥିବା ବେଳେ ଏହା ପୂର୍ବରୁ ଗତକାଲି ୭୫୭ ଜଣ ବିଧାୟକ, ବିଧାନସଭା କର୍ମଚାରୀ ଓ ସାମ୍ବାଦିକଙ୍କ କରୋନା ପରୀକ୍ଷା ହୋଇଥିଲା। ଏଥିରୁ ୧୩୬ ଜଣ କରେନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ମିଳିଛି।

ଗତକାଲି ସକାଳ ୮ଟାରୁ ନମୁନା ସଂଗ୍ରହ ଆରମ୍ଭ ହୋଇଥିବା ବେଳେ ଅପରାହ୍‌ଣ ୫ଟା ୪୯ ପର୍ଯ୍ୟନ୍ତ ଚାଲିଥିଲା। ମୋଟ ୭୩୭ଜଣ ବିଧାନସଭା କର୍ମଚାରୀ ଓ ସୁରକ୍ଷା କର୍ମଚାରୀଙ୍କ ନମୁନା ସଂଗ୍ରହ ହୋଇଥିବା ବେଳେ ବାଚସ୍ପତିଙ୍କ ସମେତ ୨୦ଜଣ ବିଧାୟକଙ୍କର ବି ନମୁନା ସଂଗ୍ରହ ହୋଇଥିଲା।

୨ ବିଧାୟକ, ସାମ୍ବାଦିକ ଓ ବିଧାନସଭା କର୍ମଚାରୀ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପଜିଟିଭ୍ ଆସିଥିବା ବିଧାୟକଙ୍କ ମଧ୍ୟରେ ଅଛନ୍ତି ଦେବୀ ମିଶ୍ର ଓ ପ୍ରମିଳା ମଲ୍ଲିକ ।

   Related Posts