ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଝଡର ରୂପ ନେଇଛି

Published By : Prameya-News7 Bureau | August 29, 2018 IST

ଭୁବନେଶ୍ଵର;୨୯/୦୮- ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଝଡର ରୂପ ନେଇଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଝଡତୋଫାନ, ବର୍ଷା ଓ ବଜ୍ରପାତ ନେଇ ପାଣିପାଗ ବିଭାଗର ସତର୍କ ସୂଚନା । ୧୩ ଜିଲ୍ଲାକୁ ସାଢେ ଦଶଟା ଯାଏଁ ସତର୍କ ପାଇଁ ପରାମର୍ଶ । ସେଗୁଡିକ ହେଲା ନୟାଗଡ. କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, କନ୍ଧମାଳ, ପୁରୀ, ଗଞ୍ଜାମ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା, କୋରାପୁଟ । ଏହି ସବୁ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.