Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୪୨୬ କୋଭିଡ୍ ପଜିଟିଭ୍, ୧୨୨୫୨୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • କମିବ ତାପମାତ୍ରା, ୨୮ରୁ ବଢିବ ଶୀତ
  • ||
  • ଆଜି ୭୩ ତମ ସାଧାରଣତନ୍ତ୍ର ଦିବସ, କୋଭିଡ କଟକଣାରେ ହେବ ପତାକା ଉତ୍ତୋଳନ
  • ||
  • ଦେଶ ପାଳୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ପ୍ରଦର୍ଶିତ ହେବ ୨୧ ପ୍ରଜ୍ଞାପନ ମେଢ
  • ||

ଆଜିଠୁ ଶ୍ରୀମନ୍ଦିରରେ ଦେବ ଦୀପାବଳି ନୀତି ଅନୁଷ୍ଠିତ

25/11/2019 at 11:01 AM

ପୁରୀ ୨୫/୧୧: ଆଜିଠୁ ଶ୍ରୀମନ୍ଦିରରେ ଦେବ ଦୀପାବଳି ନୀତି ଅନୁଷ୍ଠିତ ହେବ। ଚତୁର୍ଦ୍ଦଶୀ,ଅମାବାସ୍ୟା ଓ ପ୍ରତିପଦା ତିନି ଦିନ ଧରି ଏହି ନୀତି ଅନୁଷ୍ଠିତ ହେବ।

ଏହି ଅବସରର ଶ୍ରୀଜିଉ ପିତୃପୁରୁଷଙ୍କୁ ପିଣ୍ଡ ଦାନ କରିବେ।ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିଣ୍ଡଦାନ କରିବେ। ଭକ୍ତଙ୍କୁ ଦର୍ଶନ ଦେବେ।

   Related Posts