Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ଅଜଣା ଗାଡି ଧକ୍କାରେ ହରିଣ ମୃତ

1/06/2021 at 12:52 PM

ଢେଙ୍କାନାଳ ୧।୬: ଢେଙ୍କାନାଳ ଜିଲ୍ଲା ଷଡଙ୍ଗୀ ବନାଞ୍ଚଳ ଅନ୍ତର୍ଗତ ଧନିଆଁଆଳି ନିକଟରେ ଅଜଣା ଗାଡି ଧକ୍କାରେ ଗୋଟିଏ ହରିଣର ମୃତ୍ୟୁ ହୋଇଛି । ମୃତ ହରିଣଟିର ବୟସ ପ୍ରାୟ ୭ବର୍ଷ ହେବ ବୋଲି ଅନୁମାନ କରାଯାଇଛି । ଖବର ପାଇ ଷଡଙ୍ଗୀ ବନ କର୍ମଚାରୀମାନେ ପହଞ୍ଚି ହରିଣର ମୃତଦେହକୁ ଉଦ୍ଧାର କରିଛନ୍ତି । ପରେ ଶବ ବ୍ୟବଚ୍ଛେଦ କରି ପୋତିଦିଆଯାଇଥିବା ଜଣାପଡିଛି ।

ହରିଣଟି ଜଙ୍ଗଲରୁ ରାସ୍ତା ଅତିକ୍ରମ କରୁଥିବା ବେଳେ କୌଣସି ଅଜଣା ଗାଡି ଧକ୍କା ଦେଇଥିବା ଅନୁମାନ କରାଯାଉଛି । ତେବେ ହରିଣଟିର ମୃତଦେହ ରାସ୍ତାରେ ପଡିରହିଥିବା ଦେଖି ସ୍ଥାନୀୟ ଲୋକେ ବନ ବିଭାଗକୁ ଖବର ଦେଇଥିଲେ ।

   Related Posts