Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଗାଁକୁ ପଶିଆସିଲା ହରିଣ, ଉଦ୍ଧାର ପରେ ବନ ବିଭାଗକୁ ହସ୍ତାନ୍ତର

12/05/2021 at 12:27 PM

ଚଣ୍ଡିଖୋଲ ୧୨।୫: ଗାଁ ଭିତରକୁ ପଶି ଆସିଲା ହରିଣ । ଯାଜପୁର ଜିଲ୍ଲା ବୈରୀ ଗ୍ରାମର ଗ୍ରାମବାସୀ ବନ ବିଭାଗକୁ ହସ୍ତାନ୍ତର କରିଥିଲେ । ହରିଣର ବୟସ ୨ରୁ ୩ ବର୍ଷ ହେବ ବୋଲି ଜମାପଡିଛି । ବନ ବିଭାଗ ପକ୍ଷରୁ ଉଦ୍ଧାର ହରିଣର ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପରେ ଜଙ୍ଗଲ ମଧ୍ୟକୁ ଛଡାଯିବ ବୋଲି ରେଞ୍ଜର ଅଭିରାମ ଜେନା ପ୍ରକାଶ କରିଛନ୍ତି ।

   Related Posts