Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୦୩ କରୋନା ଆକ୍ରାନ୍ତ
  • ||
  • ମେ’ ୧୩ରେ ପିପିଲି ଉପନିର୍ବାଚନ
  • ||
  • ଆଜି ରାତି ୮ରେ ପିଏମ୍‌ ମୋଦୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଉଦଳା : ଦିବ୍ୟାଙ୍ଗ ଯୁବତୀଙ୍କୁ ଘରୁ ଉଠାଇ ନେଇ ଦୁଷ୍କର୍ମ ! ଥାନାରେ ମାମଲା, ଅଭିଯୁକ୍ତ ଫେରାର
  • ||
  • ଲମତାପୁଟ : ୩ଦିନ ପରେ ଯୁବକଙ୍କ ମୃତଦେହ ଉଦ୍ଧାର, ପାତାଳୀ ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ଥିଲେ
  • ||
  • ଉଦଳା : ବାଇକ୍‌କୁ ପିଟିଲା ଟ୍ରାକ୍ଟର, ଅଧ୍ୟାପକଙ୍କ ମୃତ୍ୟୁ, ଟ୍ରାକ୍ଟର ନେଇ ଡ୍ରାଇଭର ଫେରାର
  • ||
  • ଭୁବନେଶ୍ବର : ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ଚାଲାଣକାରୀ, ୧୨ କିଲୋ ଓଜନର ଜୀବନ୍ତ ବଜ୍ରକାପ୍ତା ସହ ବ୍ୟବସାୟୀ ଗିରଫ
  • ||
  • ଯାଜପୁର ରୋଡ୍ : ରେଳ ଧାରଣାରୁ କିନ୍ନରଙ୍କ ମୃତଦେହ ଉଦ୍ଧାର, ଯୁବକଙ୍କ ସହ ଥିଲା ପ୍ରେମ ସମ୍ପର୍କ
  • ||
  • ବ୍ରହ୍ମପୁର : ଭାରସାମ୍ୟ ହରାଇ ଓଲଟିଲା ‘ଶିବଶମ୍ଭୁ’, ୧୦ ଯାତ୍ରୀ ଆହତ
  • ||
  • ନବରଙ୍ଗପୁର : ନାଇଟ୍ କର୍ଫ୍ୟୁ ବେଳେ ବୁଲାଇଲେ କଳାକନା, ରୂପା ଗହଣା ଲୁଟ୍, ସୁନା ଅଳଙ୍କାର ଚୋରି ବେଳେ ବାଜିଲା ସାଇରନ୍
  • ||

ଶିକାରୀ ଫାଶରେ ପଡିଲା ହରିଣ, ଜଣକୁ ଅଟକ ରଖିଲା ବନ ବିଭାଗ

8/03/2021 at 2:05 PM

ଆନନ୍ଦପୁର ୮।୩: ଆନନ୍ଦପୁର ଉପଖଣ୍ଡ ବରାଙ୍ଗ ସଂରକ୍ଷିତ ଜଙ୍ଗଲଠାରେ ଫାଶରେ ଲାଗି ଏକ ହରିଣ ଛୁଆ ଆହତ ହୋଇଛି । ଗ୍ରାମବାସୀମାନେ ଆହତ ହରିଣକୁ ଫାଶରୁ ମୁକୁଳାବା ପରେ ବନ ବିଭାଗକୁ ଖବର ଦେଇଥିଲେ । ବନ ବିଭାଗ ଓ ଗ୍ରାମବାସୀଙ୍କ ମିଳିତ ଉଦ୍ୟମରେ ହରିଣକୁ ଚିକିତ୍ସା କରାଯାଇ ପୁଣି ଥରେ ଜଙ୍ଗଲରେ ଛଡାଯାଇଛି ।

ତେବେ ବରାଙ୍ଗ ଜଙ୍ଗଲରେ ଫାଶ ବସାଇବା ଘଟଣା ନୂଆ କରି ସାମ୍ନାକୁ ଆସିଥିବାରୁ ଏବେ ବନ ବିଭାଗ ପାଇଁ ଚିନ୍ତାର କାରଣ ପାଲଟିଛି । ଫାଶ ବସାଇବା ସନ୍ଦେହରେ ଜଣେ ଯୁବକକୁ ଅଟକ ରଖି ପଚରା ଉଚର ଚଳାଇଥିବା ସୂଚନା ଦେଇଛନ୍ତି ସ୍ଥାନୀୟ ଫରେଷ୍ଟର ।

   Related Posts