Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଆଇଏନଏସ ବିକ୍ରମାଦିତ୍ୟ ଯୁଦ୍ଧଜାହାଜରେ ଯୋଗ କଲେ ରକ୍ଷାମନ୍ତ୍ରୀ ରାଜନାଥ ସିଂହ

1/10/2019 at 1:06 PM

ନୂଆଦିଲ୍ଲୀ ୧/୧୦: ରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଗତ ରବିବାର ଯୁଦ୍ଧଜାହାଜ ଆଇଏନଏସ ବିକ୍ରମାଦିତ୍ୟ ଉପରେ ଯୋଗ କରିଛନ୍ତି। ରାଜନାଥଙ୍କ ସିଂହଙ୍କ ସହ ନୌସେନା ଯବାନମାନେ ମଧ୍ୟ ଯୋଗ କରିଛନ୍ତି। ସେ ଯବାନଙ୍କୁ ମଧ୍ୟ ଭେଟି ତାଙ୍କୁ ଶୁଭ କାମନା ଦେଇଛନ୍ତି।

ରାଜନାଥ ସିଂହ କହିଛନ୍ତି ଯେ , ଭାରତକୁ ଅଡ଼ୁଆରେ ପକାଇବାକୁ ପାକିସ୍ତାନ ଆତଙ୍କବାଦକୁ ଅସ୍ତ୍ର ଭାବେ ବ୍ୟବହାର କରୁଛି।

   Related Posts