Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚମକିଲେ ଆୟର-ତ୍ରିପାଠୀ, ଏମଆଇକୁ ୭ ଓ୍ବିକେଟ୍‌ରେ ମାତ୍‌ ଦେଲା କେକେଆର
  • ||
  • ଭୁବନେଶ୍ବର : ଜଳଦ କୁମାର ତ୍ରିପାଠୀ ହେଲେ ମୁଖ୍ୟ ସୂଚନା କମିଶନର, ନିଯୁକ୍ତିକୁ ଅନୁମୋଦନ କଲେ ରାଜ୍ୟପାଳ
  • ||
  • ମୋରଡା : ବନ୍ୟା ପ୍ରଭାବିତ ଗାଁ ବୁଲିଲେ ବିଧାୟକ ପ୍ରଣବ ପ୍ରକାଶ ଦାସ, ମୃତକଙ୍କ ପରିବାରକୁ ପ୍ରଦାନ କଲେ ଆର୍ଥିକ ସହାୟତା
  • ||
  • ଝାରସୁଗୁଡା : ନକଲି ମାଓବାଦୀ ଗିରଫ, କମ୍ପାନୀର ସାଇଟ୍ ଇନଚାର୍ଜଙ୍କୁ ମାଗୁଥିଲା ଟଙ୍କା
  • ||
  • ଖଲ୍ଲିକୋଟ : ବିଦ୍ୟୁତ ଆଘାତ ଲାଗି ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ଭୁବନେଶ୍ବର : ମୋଟୁ ଥାନା IICଙ୍କୁ ଗିରଫ କଲା ଭିଜିଲାନ୍ସ, କାର୍‌ରୁ ଜବତ ହୋଇଥିଲା ୨ ଲକ୍ଷ ୮୦ ହଜାର ଟଙ୍କା
  • ||
  • ପୁରୀ : ସରକାରୀ ଗାଡିରୁ ଧଳା ଜହର ଜବତ, ୪୦ଗ୍ରାମ୍ ବ୍ରାଉନସୁଗାର ସହ ୩ ଅଭିଯୁକ୍ତ ଗିରଫ
  • ||
  • କଳାହାଣ୍ଡି : କର୍ଲାପାଟ ବକ୍ସାଇଟ୍ ଖଣିର ନିଲାମ ଉପରେ ହାଇକୋର୍ଟଙ୍କ ରହିତାଦେଶ
  • ||
  • ସମ୍ବଲପୁର : ବେଆଇନ ଭାବେ ବନ୍ଧୁକ ତିଆରି ଓ ବିକ୍ରି : ଦମ୍ପତ୍ତିଙ୍କ ସମେତ ୫ ଗିରଫ, ୪ଟି ଦେଶୀ ବନ୍ଧୁକ ଜବତ
  • ||
  • ବୌଦ୍ଧ : ରାସ୍ତାରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||

ଓଡିଶାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

31/01/2019 at 11:39 AM

ଭୁବନେଶ୍ବର ୩୧|୧: ଓଡ଼ିଶାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ । ଭୁବନେଶ୍ବର ଲୋଏର ପିଏଜିରେ ଆୟୋଜିତ ସାମାଜିକ ନ୍ୟାୟ ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏଠାରେ ଆପ୍ କର୍ମୀଙ୍କୁ ମଧ୍ୟ ଗୁରୁମନ୍ତ୍ର ଦେବେ । ସାଧାରଣ ନିର୍ବାଚନ ପାଇଁ ତିନି ମାସ ସମୟ ଥିବା ବେଳେ, କେଜ୍ରିୱାଲଙ୍କ ଗସ୍ତ ଯୋଗୁଁ ଆପ୍ ଓଡ଼ିଶାରେ ଭଲ ପ୍ରଦର୍ଶନ କରିବ ବୋଲି ଆଶା ବାନ୍ଧିଛି । ଆଜିର କାର୍ଯ୍ୟକ୍ରମରେ କେଜ୍ରିୱାଲ୍ କଣ କହିବେ, ତା ଉପରେ ହିଁ ସମସ୍ତଙ୍କ ନଜର ରହିଛି । ରାଜ୍ୟ ରାଜନୀତିରେ ସମ୍ଭାବ୍ୟ ସମୀକରଣ ନେଇ କଣ ରହିବେ କେଜ୍ରିୱାଲଙ୍କ ଆଭିମୁଖ୍ୟ, ତାହା ଉପରେ ସମସ୍ତଙ୍କ ନଜର ରହିଛି ।

   Related Posts