Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ଦାବି: ଆମରଣ ଅନଶନକୁ ଓହ୍ଲାଇବ କୋଶଲ ସେନା, ଦେଲେ ଚେତାବନୀ

12/11/2020 at 11:08 PM

ବରଗଡ଼୧୨/୧୧: ବରଗଡ଼ରେ କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ଦାବି ନେଇ ଆଗାମୀ ୧୭ ତାରିଖରେ ଆମରଣ ଅନଶନକୁ ଓହ୍ଲାଇବ ବୋଲି କୋଶଲ ସେନା ପକ୍ଷରୁ କୁହାଯାଇଛି। ଜିଲ୍ଲାରେ କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ନେଇ ଦୀର୍ଘ ଦିନରୁ ଆନ୍ଦୋଳନ ହୋଇ ଆସୁଥିବା ବେଳେ ବିଗତ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଠାରେ ହସ୍ପିଟାଲ ସ୍ଥାପନ ନେଇ ଘୋଷଣା କରିଥିଲେ।

ଘୋଷଣାର ଦୀର୍ଘ ଦିନ ପରେ ମଧ୍ୟ ହସ୍ପିଟାଲ ପ୍ରତିଷ୍ଠା ଦିଗରେ ସରକାରଙ୍କ ଆନ୍ତରିକତା ନ ଥିବା ପରିଲକ୍ଷିତ ହେଉଛି। ଯାହାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ଅପରପକ୍ଷେ କୋଶଲ ସେନା ତରଫରୁ ଏ ନେଇ ପଶ୍ଚିମ ଓଡିଶାର ବିଭିନ୍ନ ଜିଲ୍ଲାର ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏଥସହ ଆଗାମୀ ୧୭ ତାରିଖରେ ଆମରଣ ଅନଶନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ସାମ୍ବାଦିକ ସମ୍ମିଳନୀରେ କୋଶଲ ସେନାର ସଭାପତି ସୁଶାନ୍ତ ମିଶ୍ର, ଆବାହକ ଅବିନାଶ ଚନ୍ଦ୍ର ବିଶି, ସମ୍ପାଦକ ବିରବଲ ମହାକୁର, ଉପସଭାପତି ଅଶୋକ ଛତ୍ତର ପ୍ରମୁଖ ଉପସ୍ଥିତ ଥିଲେ ।

   Related Posts