ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ପୁରୀ ଜିଲ୍ଲାପାଳ, ରଖିଲେ ପରିକ୍ରମା ପ୍ରକଳ୍ପର ସମ୍ପୂର୍ଣ୍ଣ ତଥ୍ୟ
  • ||
  • ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ : ଅଖ ଚକ ଡେରା ନୀତି ସଂପନ୍ନ
  • ||
  • କୁତବ ମୀନାର ପରିସରରେ ଖନନ ସହ ଆଇକନୋଗ୍ରାଫି କରିବାକୁ ଏଏସ୍‌ଆଇକୁ ସଂସ୍କୃତି ମନ୍ତ୍ରାଳୟର ନିର୍ଦ୍ଦେଶ
  • ||
  • ସ୍ୱିଜରଲାଣ୍ଡରେ ବିଶ୍ୱ ଅର୍ଥନୈତିକ ମଞ୍ଚର ବାର୍ଷିକ ସମ୍ମିଳନୀ : ମହାମାରୀରୁ ମୁକ୍ତି ପାଇଁ ବାଟ ବାହାର କରିବେ ବିଶ୍ୱନେତା
  • ||
  • ମ୍ୟାଚ୍ ପୂର୍ବରୁ ରନ୍ ଅପ୍ ଯାଞ୍ଚ କଲେ ଅର୍ଜୁନ ତେନ୍ଦୁଲକର : କିନ୍ତୁ ଚୂଡାନ୍ତ ଏକାଦଶରେ ମିଳିଲାନି ଏଣ୍ଟ୍ରି
  • ||

ରାଜଧାନୀରେ ଡେଙ୍ଗୁ ଆତଙ୍କ

15/09/2018 at 4:28 AM

ଭୁବନେଶ୍ୱର ୧୪/୦୯ : ରାଜଧାନୀବାସୀଙ୍କୁ ଏବେ ଡରାଇଲାଣି ଡେଙ୍ଗୁ । ଏପର୍ଯ୍ୟନ୍ତ ଭୁବନେଶ୍ବରରେ ୭୯୬ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ନୂଆପଲ୍ଲୀ, ଆଇଆରସି ଭିଲେଜ, ସାଲିଆ ସାହି ଅଂଚଳରୁ ସର୍ବାଧିକ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜଧାନୀରେ ବିଭିନ୍ନ ଅଂଚଳ ଏବେ ଡେଙ୍ଗୁ କବ୍ଜାରେ । ହେଲେ ହାତବାନ୍ଧି ବସିଛି ବିଏମସି ।

   Related Posts