Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ବାଲେଶ୍ବରରେ ଡେଙ୍ଗୁ ସ୍ଥିତି ଅଣାୟତ : ଦିନକୁ ଦିନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବଢ଼ୁଛି ରୋଗୀଙ୍କ ସଂଖ୍ୟା

29/09/2019 at 8:41 AM

ବାଲେଶ୍ବର ୨୯/୯: ବାଲେଶ୍ବରରେ ଦିନକୁ ଦିନ ଡେଙ୍ଗୁ ସ୍ଥିତି ସଂଗିନ ହେବାରେ ଲାଗିଛି । ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ରୋଗୀ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି ।  ଗୋଟିଏ ଦିନରେ ଜିଲ୍ଲା ହସ୍ପିଟାଲରେ ୧୦ରୁ ଅଧିକ ରୋଗୀ ଭର୍ତ୍ତି ହେଉଥିବା ଜଣାପଡ଼ିଛି ।

ପ୍ରାୟ ମାସେ ତଳେ ବାଲେଶ୍ବରରେ ଡେଙ୍ଗୁ ରୋଗୀ ଚିହ୍ନଟ ହେବା ପରେ ଶହ ଶହ ଲୋକ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତି ହେବାରେ ଲାଗିଛନ୍ତି ।  ଏବେ ଡାକ୍ତରଖାନାରେ ୩୦ରୁ ଅଧିକ ରୋଗୀ ଚିକିତ୍ସିତ ହେଉଥିବା ଜଣାପଡ଼ିଛି । ଡାକ୍ତରଖାନାରେ ଭର୍ତି ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଅଧିକାଂଶ ଜଳେଶ୍ବର ଓ ବାଲିଆପାଳ ବ୍ଲକ୍ ର ବୋଲି ଜଣାପଡ଼ିଛି।

   Related Posts