Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଞ୍ଜେଲା ମାର୍କେଲଙ୍କ ଯୁଗ ଶେଷ ! ଜର୍ମାନ ନିର୍ବାଚନରେ ଖୁବ୍ କମ ଭୋଟରେ ହାରିଲା ମାର୍କେଲଙ୍କ ପାର୍ଟି, କ୍ଷମତା ଡୋର ସୋସିଆଲ ଡେମୋକ୍ରାଟ୍ସଙ୍କ ହାତକୁ ଯିବ
  • ||
  • ଭୁବନେଶ୍ବର : ‘ଗୁଲାବ’ ପ୍ରଭାବରେ ରାଜ୍ୟର ହୋଇନି ବେଶୀ ପବନ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଗୋଟିଏ ବ୍ଲକ୍‌ରେ ଅଧିକ ବର୍ଷା : SRC
  • ||
  • କାଲିମେଳା : ରାସ୍ତାରେ ଚାଲୁଛି ୨ରୁ ୩ଫୁଟ ବର୍ଷାଜଳ, ଉଭୟ ପାର୍ଶ୍ବରେ ଅଟକିଛି ଯାନବାହାନ
  • ||
  • ମୋହନା : ଗଜପତିରେ ପ୍ରଭାବ ପକାଇଲା ‘ଗୁଲାବ’, ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ
  • ||
  • ଆଇପିଏଲ ୨୦୨୧ : ୪୦ ତମ ଲିଗ୍‌ ମୁକାବିଲାରେ ମୁହାଁମୁହିଁ ହେବେ ହାଇଦ୍ରାବାଦ ଓ ରାଜସ୍ଥାନ
  • ||
  • କେନ୍ଦୁଝର : ବଣୁଆ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ, ମଞ୍ଚାରୁ ଓହ୍ଲାଇ ଘରକୁ ଯିବାବେଳେ ଆକ୍ରମଣର ଶିକାର
  • ||
  • ଜୟପୁର : ଲଗାଣ ବର୍ଷା ଯୋଗୁଁ ଧସିଲା ମାଟି ଅତଡା, ଜାତୀୟ ରାଜପଥ ଅବରୋଧ
  • ||
  • ଭୁବନେଶ୍ବର : ବାତ୍ୟାରୁ ଗଭୀର ଅବପାତର ରୂପ ନେଲା ‘ଗୁଲାବ’, ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଲାଗି ରହିଛି ବର୍ଷା
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରେ ‘ଗୁଲାବ’ ପ୍ରଭାବ : ଭାଙ୍ଗିଲା ଘର, ଗଛ ପଡି ରାସ୍ତା ଅବରୋଧ
  • ||
  • ବୈତରଣୀ ପଠାରେ ଚରୁଥିଲେ ମଇଁଷି, ପାଣି ଭିତରକୁ ଟାଣିନେଲା କୁମ୍ଭୀର : ଦେଖନ୍ତୁ ଭିଡିଓ
  • ||

ଗଜପତି ଜିଲ୍ଲାରେ ଡେଙ୍ଗୁ ଭୟ : ୭ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶତାଧିକ ଜ୍ବରରେ ପୀଡିତ

13/09/2019 at 12:24 PM

ଗଜପତି ୧୩।୯: ଗଜପତି ଜିଲ୍ଲାରେ ଡେଙ୍ଗୁ ଭୟ । ଏବେ ସୁଦ୍ଧା ଜିଲ୍ଲାରେ ୭ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆହୁରି ଶତାଧିକ ଲୋକେ ଜ୍ବରରେ ପୀଡିତ ଅଛନ୍ତି । ଆକ୍ରାନ୍ତଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ବାଘଶଳା ଅଂଚଳର ଜଣେ ଆଶା କର୍ମୀ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିବା ବେଳେ ଗାଁରେ ଆହୁରି ଅନେକ ଲୋକେ ଜ୍ବରରେ ପୀଡିତ ଅଛନ୍ତି । ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଟିମ୍ ବାଘଶଳାରେ ପହଁଛି ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ଆକ୍ରାନ୍ତଙ୍କ ରକ୍ତ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇଛି ।

ଏପଟେ ସ୍ଥିତି ଦେଖି ସ୍ଥାନୀୟ ଲୋକେ ଆତଙ୍କିତ ହୋଇପଡିଛନ୍ତି, ତେବେ ପରିସ୍ଥିତି ଉପରେ ତୀକ୍ଷ୍ନ ନଜର ରଖାଯାଇଥିବା ସ୍ବାସ୍ଥ୍ୟ ବିଭାଗ କହିଛି  ।

   Related Posts