ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ପୁରୀ ଜିଲ୍ଲାପାଳ, ରଖିଲେ ପରିକ୍ରମା ପ୍ରକଳ୍ପର ସମ୍ପୂର୍ଣ୍ଣ ତଥ୍ୟ
  • ||
  • ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ : ଅଖ ଚକ ଡେରା ନୀତି ସଂପନ୍ନ
  • ||
  • କୁତବ ମୀନାର ପରିସରରେ ଖନନ ସହ ଆଇକନୋଗ୍ରାଫି କରିବାକୁ ଏଏସ୍‌ଆଇକୁ ସଂସ୍କୃତି ମନ୍ତ୍ରାଳୟର ନିର୍ଦ୍ଦେଶ
  • ||
  • ସ୍ୱିଜରଲାଣ୍ଡରେ ବିଶ୍ୱ ଅର୍ଥନୈତିକ ମଞ୍ଚର ବାର୍ଷିକ ସମ୍ମିଳନୀ : ମହାମାରୀରୁ ମୁକ୍ତି ପାଇଁ ବାଟ ବାହାର କରିବେ ବିଶ୍ୱନେତା
  • ||
  • ମ୍ୟାଚ୍ ପୂର୍ବରୁ ରନ୍ ଅପ୍ ଯାଞ୍ଚ କଲେ ଅର୍ଜୁନ ତେନ୍ଦୁଲକର : କିନ୍ତୁ ଚୂଡାନ୍ତ ଏକାଦଶରେ ମିଳିଲାନି ଏଣ୍ଟ୍ରି
  • ||

ବ୍ରହ୍ମପୁରରେ ଆଉ ଜଣେ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ

18/08/2018 at 5:44 AM

ବ୍ରହ୍ମପୁର ୧୮/୮ : ବ୍ରହ୍ମପୁରରେ ଜଣେ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ଅଭିଯୋଗ ହୋଇଛି | ଏମକେସିଜିରେ ଚିକିତ୍ସାଧିନ ଅବସ୍ଥାରେ ଆଉ ଜଣକର ଡେଙ୍ଗୁରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି | ମୃତକ ହେଉଛନ୍ତି କାଶିନଗର ବ୍ଳକ ଅନ୍ତର୍ଗତ ସିଙ୍ଗିପୁର ଗ୍ରାମର ଲକ୍ଷ୍ମୀ ଚିନ୍ତଡା | ପୂର୍ବରୁ ସେହି ଗ୍ରାମର ତିନି ଜଣଙ୍କ ଡେଙ୍ଗୁରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟିଛି।

   Related Posts