Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ : ହାଇଓ୍ୱାକୁ ପଛ ପଟୁ ପିଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ
  • ||
  • ଫେବୃଆରୀ ପାଇଁ କୋଭିଡ୍ ଗାଇଡ୍ଲାଇନ୍: ଏବେ ସିନେମା ହଲ୍ରେ ବସି ପାରିବେ ୫୦%ରୁ ଅଧିକ ଦର୍ଶକ, ସଭିଙ୍କ ପାଇଁ ଖୋଲିଲା ସ୍ଵିମିଂ ପୁଲ୍
  • ||
  • ଜାମିନ ସତ୍ତ୍ଵେ ଜେଲ୍‌ରେ ରହିବେ ପାଠକ ବାପ-ପୁଅ
  • ||
  • ପାଠକ ବାପ-ପୁଅଙ୍କୁ ମିଳିଲା ଜାମିନ‌
  • ||
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଚାନକ ଗସ୍ତ କଲେ ଦେବଗଡ ଜିଲ୍ଲାପାଳ

29/10/2019 at 10:52 AM

ଦେବଗଡ ୨୯।୧୦: ଦେବଗଡ ଜିଲ୍ଲାପାଳ ସୁଧାଂଶୁ ମୋହନ ସାମଲ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଚାନକ ଗସ୍ତ କରିଛନ୍ତି । ଗତକାଲି ରାତିରେ ଜିଲ୍ଲାପାଳଙ୍କ ସହ ଜିଲ୍ଲାର ଅନ୍ୟ କିଛି ବରିଷ୍ଠ ଅଧିକାରୀମାନେ ଡାକ୍ତରଖାନାରେ ପହଞ୍ଚି ରୋରୀଙ୍କୁ ଠିକ୍ ରେ ସରକାରୀ ସୁବିଧା ସୁଯୋଗ ମିଳୁଛି କି ନାହିଁ ଯାଞ୍ଚ କରିଥିଲେ । ସେହିଭଳି ଡାକ୍ତରଖାନାର ପରିମଳ ବ୍ୟବସ୍ଥାକୁ ଠିକ୍ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

   Related Posts